Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡାକଘରେ ମିଳିଲା ମହିଳା ସମ୍ମାନ ବଚତ ପତ୍ର, ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଆଜିର ଖବର

ଡାକଘରେ ମିଳିଲା ମହିଳା ସମ୍ମାନ ବଚତ ପତ୍ର, ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

April 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ। ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ ଭାରତୀୟ ଡାକ ଦ୍ୱାରା ଆରମ୍ଭ ହୋଇଥିବା “ମହିଳା ସମ୍ମାନ ବଚତ ପତ୍ର” ଏହାର ସର୍ବୋତ୍ତମ ଉଦାହରଣ।

ଅର୍ଥ ମନ୍ତ୍ରଣାଳୟ ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର, ୨୦୨୩ ପାଇଁ ଗେଜେଟ ବିଜ୍ଞପ୍ତି ଜାରି କରିଛି ଏବଂ ତୁରନ୍ତ ପ୍ରଭାବ ସହିତ ୧.୫୯ ଲକ୍ଷ ଡାକଘରେ ଉପଲବ୍ଧ କରାଯାଇଛି। ୨୦୨୩-୨୪ ବଜେଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ‘ଆଜାଦୀ କା ଅମୃତ ମହୋତ୍ସବ’ କୁ ସ୍ମରଣ କରିବା ପାଇଁ ଏହି ଯୋଜନା ଘୋଷଣା କରାଯାଇଥିଲା ଏବଂ ବାଳିକାଙ୍କ ସମେତ ମହିଳାଙ୍କ ଆର୍ଥିକ ଅନ୍ତର୍ଭୂକ୍ତି ତଥା ସଶକ୍ତିକରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଭାରତୀୟ ଡାକର ଟୁଇଟ୍‌ର ଉତ୍ତରରେ ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ ଏବଂ “ମହିଳା ସମ୍ମାନ ବଚତ ପତ୍ର” ଏହାର ସର୍ବୋତ୍ତମ ଉଦାହରଣ।”

ନରେନ୍ଦ୍ରମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.