Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ: ଆଇଆଇଏମ ସମ୍ବଲପୁର ପକ୍ଷରୁ ପ୍ରବନ୍ଧ ଲିଖନ ଓ ପ୍ରଶ୍ନୋତ୍ତର ପ୍ରତିଯୋଗିତା
ଆଜିର ଖବର

ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ: ଆଇଆଇଏମ ସମ୍ବଲପୁର ପକ୍ଷରୁ ପ୍ରବନ୍ଧ ଲିଖନ ଓ ପ୍ରଶ୍ନୋତ୍ତର ପ୍ରତିଯୋଗିତା

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଆଇଆଇଏମ ସମ୍ବଲପୁର ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ପଶ୍ଚିମ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଭିନ୍ନ ଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଆଇଆଇଏମ ସହଯୋଗରେ ଜି-୨୦ ବିଷୟବସ୍ତୁକୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମିଳିତ ପ୍ରୟାସ ଜରିଆରେ ଜଳବାୟୁ ପରିବର୍ତ୍ତନ, ଆତଙ୍କବାଦ ଓ ମହାମାରୀ ଭଳି ସମସ୍ୟାର ସମାଧାନ କରାଯାଇପାରିବ, ଏହି ବିଷୟକୁ ନେଇ ଆୟୋଜିତ ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ଆଗ୍ରହର ସହିତ ଅଂଶଗ୍ରହଣ କରିଥିଲେ।

ସେହିପରି ଆଇଆଇଏମ ସହଯୋଗରେ ‘‘ଜଳବାୟୁ ପରିବର୍ତ୍ତନ, ବନୀକରଣ, ଅକ୍ଷୟଶକ୍ତି ଏବଂ ଇନ୍ଧନ ପରିଦୃଶ୍ୟ’’ ବିଷୟବସ୍ତୁକୁ ନେଇ ସମ୍ବଲପୁର ନବୋଦୟ ବିଦ୍ୟାଳୟ ଏବଂ ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ ଯେ, ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଦେଶବ୍ୟାପୀ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଓ ବୈଠକମାନ ଆୟୋଜନ କରାଯାଉଛି । ଏହି କ୍ରମରେ ଭୁବନେଶ୍ୱର ଠାରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ରାଜ୍ୟବ୍ୟାପୀ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।

ଆଇଆଇଏମ ସମ୍ବଲପୁର ଜି-୨୦ ଜନଭାଗିଦାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.