Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ୍ଦମୁଣ୍ଡା ଓ ଝାରସୁଗୁଡ଼ା କେନ୍ଦ୍ରୀୟ ବିଦ୍ୟାଳୟରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ
ଆଜିର ଖବର

ବନ୍ଦମୁଣ୍ଡା ଓ ଝାରସୁଗୁଡ଼ା କେନ୍ଦ୍ରୀୟ ବିଦ୍ୟାଳୟରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଏନଆଇଟି ରାଉରକେଲା ପକ୍ଷରୁ ବିଭିନ୍ନ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ସୁନ୍ଦରଗଡ଼ ଜିଲ୍ଲା ବନ୍ଦମୁଣ୍ଡା କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଏବଂ ବୃକ୍ଷରୋପଣ ଅନୁଷ୍ଠିତ ହୋଇଥିଲା।

ସେହିପରି ଝାରୁସୁଗଡ଼ା କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଏନଆଇଟି ରାଉରକେଲା ସହଯୋଗରେ ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀମାନେ ‘‘ସାମ୍ପ୍ରତିକ ବିଶ୍ୱରେ ଜି-୨୦ର ପ୍ରାସଙ୍ଗିକତା’’ ବିଷୟବସ୍ତୁ ଉପରେ ପ୍ରବନ୍ଧ ରଚନା କରିଥିଲେ। ଶେଷରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଏନଆଇଟି ରାଉରକେଲା ଜି-୨୦ ଜନଭାଗିଦାରୀ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026
Latest News

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.