Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ବଡ ଡାକ୍ତରଖାନା ସୁପରଷ୍ପେଶାଲିଷ୍ଟ୍ କୋଠା ଅଘଟଣ, ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ
ଆଜିର ଖବର

ବ୍ରହ୍ମପୁର ବଡ ଡାକ୍ତରଖାନା ସୁପରଷ୍ପେଶାଲିଷ୍ଟ୍ କୋଠା ଅଘଟଣ, ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାର ଜନସାଧାରଣ ସର୍ବଦା ନିର୍ଭର କରୁଥିବା ବ୍ରହ୍ମପୁର ବଡ ଡାକ୍ତରଖାନା ଏମ୍ କେ ସି ଜି ରେ ନବନିର୍ମିତ ସୁପରଷ୍ପେଶାଲିଷ୍ଟ୍ କୋଠା ଆରମ୍ଭ ହେବା ଦିନ ଠାରୁ କିଛି ନା କିଛି ଅଘଟଣ ଘଟୁଛି। ବିଶେଷ କରି ଉକ୍ତ କୋଠାର ନିର୍ମାଣ କାର୍ଯ୍ୟ ନିମ୍ନ ମାନର ହୋଇଥିବା ଅଭିଯୋଗ ହେଉଛି। ଯାହାଫଳରେ କେବେ ପୋଲସରା ଖସୁଛି ତ କେବେ ସିଲିଙ୍ଗ୍ ଖସି ଯାଉଥିବା କୁହାଯାଉଛି।

ଏହି ଦୁଇ ଦିନ ତଳେ ଉକ୍ତ କୋଠାର ଶଲ୍ୟ ବିଭାଗର ସିଲିଙ୍ଗ୍ ଖସି ଯାଇଥିଲା। ଏମିତି ଅନେକ ଥର ଏହି ଭଳି ଘଟଣା ପରେ ରାଜ୍ୟ ନିର୍ମାଣ ବିଭାଗ ମୁଖ୍ୟ ଯନ୍ତ୍ରୀ ଏହି ଭଳି ସମସ୍ୟା କାରଣ ବିଷୟରେ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ଅନୁଧ୍ୟାନ ଆରମ୍ଭ କରିଛନ୍ତି।

ବଡ ଡାକ୍ତରଖାନା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Latest News

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.