Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ କେତେ ବୟସ ହେବା ଦରକାର, କହିଲେ ସରକାର
ଆଜିର ଖବର

ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ କେତେ ବୟସ ହେବା ଦରକାର, କହିଲେ ସରକାର

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ତଥା ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଗହଣରେ ଦ୍ୱନ୍ଦ ଉପୁଜିଥିଲା । ଯାହା ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ଅଭିଭାବକମାନଙ୍କୁ ଏକ ଦ୍ୱନ୍ଦାତ୍ମକ ସ୍ଥିତି ସୃଷ୍ଟି କରିଥିଲା । ଏହି ଦ୍ୱନ୍ଦକୁ ଦୂର କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ସ୍ପଷ୍ଟ ପତ୍ର ଉଲ୍ଲେଖ କରିଛନ୍ତି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଙ୍କ ଅଧିସୂଚନା କ୍ରମାଙ୍କ ୬୫୫୪ ତା. ୦୪/୦୪/୨୦୨୨ରିଖରେ ସ୍ପଷ୍ଟ ଭାବେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ବୟସ ସୀମା ୩୧ ମାର୍ଚ୍ଚ ସୁଦ୍ଧା ପାଞ୍ଚରୁ ସାତ ବର୍ଷ ବୟସ ଧାର୍ଯ୍ୟ କରାଯାଇଛି । ତେବେ ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ଏହି ବୟସସୀମା ସର୍ବାଧିକ ନଅ ବର୍ଷ ହୋଇପାରିବ । ବର୍ତ୍ତମାନ ଏହି ଦ୍ୱନ୍ଦକୁ ଦୂର କରିବା ପାଇଁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ପତ୍ର କ୍ରମାଙ୍କ ୭୬୪୪
ତା. ୦୫/୦୪/୨୦୨୩ରିଖରେ ପୁନଃସ୍ପଷ୍ଟିକରଣ ଦିଆଯାଇଛି ।

school
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.