Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବସିଲା ନୋଡ଼ାଲ ଅଧିକାରୀଙ୍କ ବୈଠକ
ଆଜିର ଖବର

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବସିଲା ନୋଡ଼ାଲ ଅଧିକାରୀଙ୍କ ବୈଠକ

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲାର ୭-ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ରାଜ୍ୟସ୍ତରୀୟ ନୋଡାଲ ଅଧିକାରୀମାନଙ୍କୁ ନେଇ ଏକ ବୈଠକ କରାଇଛନ୍ତି। ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀ ସହ ସମଗ୍ର ଝାରସୁଗୁଡ଼ା ଜିଲ୍ଲାରେ ବର୍ତ୍ତମାନ ଆଦର୍ଶ ଆଚରଣବିଧି ବଳବତ୍ତର ରହିଛି।

ଆଦର୍ଶ ଆଚରଣବିଧିର ଅନୁପାଳନ, ନିର୍ବାଚନ ସମୟରେ ଆଇନଶୃଙ୍ଖଳା ରକ୍ଷା, ଜନଗହଳି ସ୍ଥାନରେ ଅଯଥା ଗହଳି ନକରିବା, ଟ୍ରାଫିକ୍‌ ସୁପରିଚାଳନା, ଅବକାରୀ ବିଭାଗ ଓ ପୁଲିସ ବିଭାଗର ମିଳିତ ଚଢ଼ାଉ, ନିର୍ବାଚନ ବେଳେ ଭୋଟରଙ୍କୁ ଆକୃଷ୍ଟ କରିବା ନିମନ୍ତେ ସମ୍ଭାବ୍ୟ ଅର୍ଥ କାରବାର ଉପରେ ରୋକ ଲଗାଇବା ଇତ୍ୟାଦି ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ବିସ୍ତୃତ ଭାବେ ଆଲୋଚନା କରିବା ସହ ଉପସ୍ଥିତ ଥିବା ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ରାଜ୍ୟ ପୁଲିସ ମୁଖ୍ୟାଳୟର ଆଇଜି ଯତୀନ୍ଦ୍ରନାଥ କୋଏଲ୍‌, ଆଇନଶୃଙ୍ଖଳା ବିଭାଗ ଆଇଜି ପ୍ରବୀନ୍‌ କୁମାର, ଆୟକର ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ବୀନୟ ଶୀଲ୍‌ ଗୌତମ, ଅବକାରୀ ବିଭାଗର ଅତିରିକ୍ତ ଅବକାରୀ କମିଶନର ରାମଚନ୍ଦ୍ର ପଳତା ଓ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ପ୍ରମୁଖ ଉପସ୍ଥିତ ଥିଲେ।

ଉପନିର୍ବାଚନ ଝାରସୁଗୁଡା ଉପନିର୍ବାଚନ ମୁଖ୍ୟ ନିର୍ବାଚନ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026
Latest News

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.