Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଜନଭାଗିଦାରୀ: ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଅନୁଷ୍ଠିତ ହେଲା ବକ୍ତୃତା ପ୍ରତିଯୋଗିତା
ଆଜିର ଖବର

ଜି-୨୦ ଜନଭାଗିଦାରୀ: ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଅନୁଷ୍ଠିତ ହେଲା ବକ୍ତୃତା ପ୍ରତିଯୋଗିତା

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ସଚେତନତା ସୃଷ୍ଟି ଲାଗି ରାଜ୍ୟବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ ଗୁରୁବାର ଦିନ ଆଇଆଇଏମ ସମ୍ବଲପୁର ସହଯୋଗରେ କେନ୍ଦ୍ରୀୟ ବିଦ୍ୟାଳୟ ଦେବଗଡ଼ ଠାରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପ୍ରତିଯୋଗିତାରେ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ଭାରତର ଜି-୨୦ ଅଧ୍ୟକ୍ଷତା ଏବଂ ଜି-୨୦ ରାଷ୍ଟ୍ରଗୋଷ୍ଠୀର ପ୍ରାସଙ୍ଗିକତା ଉପରେ ବକ୍ତବ୍ୟ ରଖିଥିଲେ।

କେନ୍ଦ୍ରୀୟ ବିଦ୍ୟାଳୟ ଜି-୨୦ ଜି-୨୦ ଜନଭାଗିଦାରୀ ଦେବଗଡ ବକ୍ତୃତା ପ୍ରତିଯୋଗିତା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.