Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଜନଭାଗିଦାରୀ: ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ
ଆଜିର ଖବର

ଜି-୨୦ ଜନଭାଗିଦାରୀ: ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

April 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଭୁବନେଶ୍ୱରସ୍ଥିତ ଏନସିଇଆରଟି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ବିଭିନ୍ନ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ଉପଲକ୍ଷେ ଆଜି ପ୍ରତିଷ୍ଠାନ ପରିସରରେ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଏଥିରେ ୧୫୦ରୁ ଅଧିକ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ସକ୍ରିୟ ଭାବେ ଯୋଗ ଦେଇ ବ୍ୟାଡମିଣ୍ଟନ ଓ ଲନ୍‌ ଟେନିସ୍‌ ଖେଳିଥିଲେ। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି.ଅଗ୍ରୱାଲ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନୋଡାଲ ଅଧିକାରୀ ପ୍ରଫେସର ଲକ୍ଷ୍ମୀଧର ହେବରା, ପ୍ରଫେସର ଏ.କେ ମହାପାତ୍ର, ଡକ୍ଟର ଡି.କେ ବେଜ୍‌ ପ୍ରମୁଖ ଉପସ୍ଥିତ ଥିଲେ।

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ କ୍ରୀଡ଼ା ପ୍ରତିଯୋଗିତା ଜନଭାଗିଦାରୀ କାର୍ଯ୍ୟକ୍ରମ ଜି-୨୦
Share. Facebook Twitter LinkedIn Email WhatsApp Copy Link

Related Posts

ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲା ସ୍ତରୀୟ ଆଲୋଚନା ଭିତ୍ତିକ ଅଭ୍ୟାସ

June 18, 2026

କର୍ଣ୍ଣାଟକରେ ବିଜେପି ସହିତ ଖେଳ!: ଏମଏଲସି ନିର୍ବାଚନରେ ​​କ୍ରସ୍ ଭୋଟିଂର ଆଶଙ୍କା

June 18, 2026

RSS କାର୍ଯ୍ୟାଳୟ ଉପରେ ଆକ୍ରମଣ ଘଟଣା: ଅଭିଯୁକ୍ତମାନଙ୍କ ପାକିସ୍ତାନ ଲିଙ୍କ

June 18, 2026

ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ପ୍ରସଙ୍ଗ: ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

June 18, 2026
Latest News

ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲା ସ୍ତରୀୟ ଆଲୋଚନା ଭିତ୍ତିକ ଅଭ୍ୟାସ

June 18, 2026

କର୍ଣ୍ଣାଟକରେ ବିଜେପି ସହିତ ଖେଳ!: ଏମଏଲସି ନିର୍ବାଚନରେ ​​କ୍ରସ୍ ଭୋଟିଂର ଆଶଙ୍କା

June 18, 2026

RSS କାର୍ଯ୍ୟାଳୟ ଉପରେ ଆକ୍ରମଣ ଘଟଣା: ଅଭିଯୁକ୍ତମାନଙ୍କ ପାକିସ୍ତାନ ଲିଙ୍କ

June 18, 2026

ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ପ୍ରସଙ୍ଗ: ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

June 18, 2026

ଭାରତରେ ଶସ୍ତା ହେବ କି ଡିଜେଲ ଏବଂ ପେଟ୍ରୋଲ?: ବିବୃତ୍ତି ଜାରି କଲେ ଭାରତ ସରକାର

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.