Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଆଇଏମ ସମ୍ବଲପୁର ଏବଂ ଏନଆଇଟି ରାଉରକେଲା ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ
ଆଜିର ଖବର

ଆଇଆଇଏମ ସମ୍ବଲପୁର ଏବଂ ଏନଆଇଟି ରାଉରକେଲା ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

April 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଆଇଆଇଏମ୍‌ ସମ୍ବଲପୁର ପକ୍ଷରୁ ଜି-୨୦ ଜନଭାଗିଦାରି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ ଆଜି ସମ୍ବଲପୁର ଜବାହାର ନବୋଦୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା। ଏଥିରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ ସ୍କୁଲ ପରିସର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଫେଇ କରିଥିଲେ।

ସେହିପରି ଆଇଆଇଏମ୍‌ ସମ୍ବଲପୁର ଆନୁକୂଲ୍ୟରେ ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଛାତ୍ରଛାତ୍ରୀମାନେ ଆଖପାଖ ଅଞ୍ଚଳରେ ସଫେଇ କରିବା ସହ ସ୍ୱଚ୍ଛତାର ବାର୍ତ୍ତା ପ୍ରସାର କରିଥିଲେ।

ଅନ୍ୟପକ୍ଷରେ ଆଜି ଏନଆଇଟି ରାଉରକେଲା ପକ୍ଷରୁ ଜି -୨୦ ଜନଭାଗିଦାରି ଅନ୍ତର୍ଗତ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା। ଏଥିରେ ଏନଆଇଟିର ଛାତ୍ରଛାତ୍ରୀ, ଅଧ୍ୟାପକ, ଗବେଷକମାନେ ଯୋଗଦେଇ କ୍ୟାମ୍ପସ ପରିସରରେ ସଫେଇ କରିଥିଲେ। ସେହିପରି ଜି-୨୦ ବିଷୟବସ୍ତୁକୁ ନେଇ ଏନଆଇଟିର ରସାୟନ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ଏକ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ଆଇଆଇଏମ ସମ୍ବଲପୁର ଏନଆଇଟି ରାଉରକେଲା କାର୍ଯ୍ୟକ୍ରମ ଜି-୨୦ ଜନଭାଗିଦାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ହଠାତ୍ LSG ର ଅଧିନାୟକ ପଦ ଛାଡିଲେ ରିଷଭ ପନ୍ତ: ଜାଣନ୍ତୁ କାହିଁକି ନେଲେ ଏତେ ବଡ଼ ନିଷ୍ପତ୍ତି?

May 29, 2026

ଗୋପାଳପୁରରେ ପ୍ରଶିକ୍ଷଣ ମହାଅଭିଯାନକୁ ଉଦଘାଟନ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ଜେଲ୍‌ ୱାର୍ଡରଙ୍କ ମୃତ୍ୟୁ

May 29, 2026
Latest News

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ହଠାତ୍ LSG ର ଅଧିନାୟକ ପଦ ଛାଡିଲେ ରିଷଭ ପନ୍ତ: ଜାଣନ୍ତୁ କାହିଁକି ନେଲେ ଏତେ ବଡ଼ ନିଷ୍ପତ୍ତି?

May 29, 2026

CBSE ପୁନଃମୂଲ୍ୟାୟନ: ଜୁନ୍ ୧ ରୁ ସକ୍ରିୟ ହେବ ପୋର୍ଟାଲ

May 29, 2026

ଗୋପାଳପୁରରେ ପ୍ରଶିକ୍ଷଣ ମହାଅଭିଯାନକୁ ଉଦଘାଟନ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ଜେଲ୍‌ ୱାର୍ଡରଙ୍କ ମୃତ୍ୟୁ

May 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.