Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱରରେ ଜି-୨୦ ଜନଭାଗିଦାରୀ ସାଇକେଲ ଶୋଭାଯାତ୍ରା
ଆଜିର ଖବର

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱରରେ ଜି-୨୦ ଜନଭାଗିଦାରୀ ସାଇକେଲ ଶୋଭାଯାତ୍ରା

April 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଷ୍ଟମ ଦିବସରେ ଏକ ବିଶାଳ ସାଇକେଲ ଶୋଭାଯାତ୍ରା ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି. ଅଗ୍ରୱାଲଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ଭାରତ ଜି-୨୦ର ଅଧ୍ୟକ୍ଷତା ଗ୍ରହଣ କରିଥିବାରୁ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏହା ଏକ ଗର୍ବର ସମୟ।

ଏହି ସାଇକେଲ ଶୋଭାଯାତ୍ରାରେ ଜି-୨୦ ବିଷୟରେ ଜନ ସଚେତନତା କରାଯାଇଥିଲା। ଦୁଇ ଶହରୁ ଊର୍ଦ୍ଧ୍ଵ ଶିକ୍ଷକ ଶିକ୍ଷାର୍ଥୀ, ଅଭିଭାବକ, କର୍ମଚାରୀ ପ୍ରତିଷ୍ଠାନ ପରିସରରୁ ଆଚାର୍ଯ୍ୟ ବିହାର, କଳିଙ୍ଗ ଷ୍ଟାଡିୟମ, ୟୁନିଟ-୪, ଶାସ୍ତ୍ରୀ ନଗର ହୋଇ ପରିସର ପର୍ଯ୍ୟନ୍ତ ଆସିଥିଲେ।

ସମନ୍ୱୟ ଅଧିକାରୀ ପ୍ରଫେସର ଲକ୍ଷ୍ମୀଧର ବେହେରାଙ୍କ ତତ୍ତ୍ୱାବଧାନ ଓ ଅଧ୍ୟକ୍ଷ ପ୍ରଫେସର ପି.ସି. ଅଗ୍ରୱାଲଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠାନର ୩୫୦ ଛାତ୍ରଛାତ୍ରୀ, କର୍ମଚାରୀ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମର ସଞ୍ଚାଳନ ପ୍ର. ଅନିମେଶ ମହାପାତ୍ର, ପ୍ରଦୀପ ରାୟ, ବୃନ୍ଦାବନ୍ଦ ଭୋଇ ଓ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ। ପ୍ରତିଷ୍ଠାନର ଡିନ, ବିଭାଗୀୟ ମୁଖ୍ୟ, ଶିକ୍ଷକ ଶିକ୍ଷୟିତ୍ରୀ, ପ୍ରତିଷ୍ଠାନର କର୍ମଚାରୀ ଉପସ୍ଥିତ ଥିଲେ।

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଜି-୨୦ ଜନଭାଗିଦାରୀ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.