Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚେନ୍ନାଇର ଭିତ୍ତିଭୂମିରେ ବିମାନ ବନ୍ଦରର ସମନ୍ୱିତ ଟର୍ମିନାଲ ଭବନ ଏକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ: ପ୍ରଧାନମନ୍ତ୍ରୀ
ଆଜିର ଖବର

ଚେନ୍ନାଇର ଭିତ୍ତିଭୂମିରେ ବିମାନ ବନ୍ଦରର ସମନ୍ୱିତ ଟର୍ମିନାଲ ଭବନ ଏକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ: ପ୍ରଧାନମନ୍ତ୍ରୀ

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଚେନ୍ନାଇ ବିମାନ ବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ ଭବନ ଚେନ୍ନାଇର ଭିତ୍ତିଭୂମିରେ ଏକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ। ଏହାଦ୍ୱାରା ଯୋଗାଯୋଗ ବଢିବା ସହ ସ୍ଥାନୀୟ ଅର୍ଥନୀତି ଲାଭାନ୍ୱିତ ହେବ ବୋଲି ଶ୍ରୀ ମୋଦୀ କହିଛନ୍ତି।

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏକ ଟ୍ୱିଟ ଶୃଙ୍ଖଳରେ ସୂଚନା ଦିଆଯାଇଛି, ଚେନ୍ନାଇ ବିମାନ ବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ ଭବନର ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୮,୨୦୨୩ରେ ମହାମହିମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଉଦଘାଟିତ ହୋଇଛି।

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଚେନ୍ନାଇର ଭିତ୍ତିଭୂମିରେ ଏକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ। ଏହାଦ୍ୱାରା ଯୋଗାଯୋଗ ବଢିବା ସହ ସ୍ଥାନୀୟ ଅର୍ଥନୀତି ଲାଭାନ୍ୱିତ ହେବ।”

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026
Latest News

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026

୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଫେସବୁକ୍, ୟୁଟୁବ ମନା

June 2, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.