Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅର୍ଥ ହେରଫେର ମାମଲା : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ମୁଖରେ ହାଜର ହେଲେ ରବର୍ଟ ଭଦ୍ରା
ଆଜିର ଖବର

ଅର୍ଥ ହେରଫେର ମାମଲା : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ମୁଖରେ ହାଜର ହେଲେ ରବର୍ଟ ଭଦ୍ରା

May 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରୁବାର ରବର୍ଟ ଭଦ୍ରା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହୋଇଛନ୍ତି । ବୁଧବାର ଏକ ସ୍ଥାନୀୟ କୋର୍ଟ ଭଦ୍ରାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିବା ପରେ ଆଜି ଇଡି ସମ୍ମୁଖରେ ହାଜର ହୋଇଛନ୍ତି ଭଦ୍ରା । କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ଆଗୁଆ ଜାମିନ ଆବେଦନ ଏବଂ ବିଦେଶ ଗସ୍ତ ଅନୁରୋଧ ଖାରଜ ହେବା ପରେ ଗୁରୁବାର ସକାଳ 10.30ରେ ଇଡିର କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଭଦ୍ରା । ଇଣ୍ଡିଆ ଗେଟ ସ୍ଥିତ କାର୍ଯ୍ୟାଳୟରେ ହାଜର ହୋଇଥିଲେ ଭଦ୍ରା । ଇଡି ପକ୍ଷରୁ ଭଦ୍ରାଙ୍କ ନାମରେ ବିଦେଶରେ ସମ୍ପତ୍ତି ରହିଥିବାର ଅଭିଯୋଗ ଅଣାଯାଇଥିବା ବେଳେ ଭଦ୍ରା ଏହାକୁ ଖଣ୍ଡନ କରିବା ସହିତ ରଜନୈତିକ ଉଦ୍ଦେଶ୍ୟ ରଖି ଏପରି ଆକ୍ରମଣ କରାଯାଉଥିବାର ଅଭିଯୋଗ ଆଣିଛନ୍ତି । ଇଡି ପକ୍ଷରୁ ଭଦ୍ରାଙ୍କୁ ଗିରଫ କରିବାର ଆବେଦନ କରିଥିଲେ ମଧ୍ୟ ଏହାକୁ ଖାରଜ କରିଛନ୍ତି ତଳ କୋର୍ଟ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026
Latest News

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.