Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅର୍ଥ ହେରଫେର ମାମଲା : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ମୁଖରେ ହାଜର ହେଲେ ରବର୍ଟ ଭଦ୍ରା
ଆଜିର ଖବର

ଅର୍ଥ ହେରଫେର ମାମଲା : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ମୁଖରେ ହାଜର ହେଲେ ରବର୍ଟ ଭଦ୍ରା

May 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରୁବାର ରବର୍ଟ ଭଦ୍ରା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହୋଇଛନ୍ତି । ବୁଧବାର ଏକ ସ୍ଥାନୀୟ କୋର୍ଟ ଭଦ୍ରାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିବା ପରେ ଆଜି ଇଡି ସମ୍ମୁଖରେ ହାଜର ହୋଇଛନ୍ତି ଭଦ୍ରା । କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ଆଗୁଆ ଜାମିନ ଆବେଦନ ଏବଂ ବିଦେଶ ଗସ୍ତ ଅନୁରୋଧ ଖାରଜ ହେବା ପରେ ଗୁରୁବାର ସକାଳ 10.30ରେ ଇଡିର କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଭଦ୍ରା । ଇଣ୍ଡିଆ ଗେଟ ସ୍ଥିତ କାର୍ଯ୍ୟାଳୟରେ ହାଜର ହୋଇଥିଲେ ଭଦ୍ରା । ଇଡି ପକ୍ଷରୁ ଭଦ୍ରାଙ୍କ ନାମରେ ବିଦେଶରେ ସମ୍ପତ୍ତି ରହିଥିବାର ଅଭିଯୋଗ ଅଣାଯାଇଥିବା ବେଳେ ଭଦ୍ରା ଏହାକୁ ଖଣ୍ଡନ କରିବା ସହିତ ରଜନୈତିକ ଉଦ୍ଦେଶ୍ୟ ରଖି ଏପରି ଆକ୍ରମଣ କରାଯାଉଥିବାର ଅଭିଯୋଗ ଆଣିଛନ୍ତି । ଇଡି ପକ୍ଷରୁ ଭଦ୍ରାଙ୍କୁ ଗିରଫ କରିବାର ଆବେଦନ କରିଥିଲେ ମଧ୍ୟ ଏହାକୁ ଖାରଜ କରିଛନ୍ତି ତଳ କୋର୍ଟ ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026
Latest News

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026

କ୍ଷତିକାରକ ନୁହେଁ ଉପବାସ, ଜାଣନ୍ତୁ କ’ଣ ମିଳିଥାଏ ଲାଭ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.