Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଜନଭାଗିଦାରୀ: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସେମିନାର ଆୟୋଜିତ
ଆଜିର ଖବର

ଜି-୨୦ ଜନଭାଗିଦାରୀ: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସେମିନାର ଆୟୋଜିତ

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ। ଏଥିପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ଆୟୋଜିତ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ଏକ ଉନ୍ନତ ସମାଜ ଗଠନ ପାଇଁ ଶିକ୍ଷା’ ବିଷୟବସ୍ତୁ ଉପରେ ଏକ ଜାତୀୟ ସେମିନାର ଆୟୋଜିତ ହୋଇଯାଇଛି। ବୌଦ୍ଧ ମଡେଲ ଡିଗ୍ରୀ କଲେଜରେ ଆୟୋଜିତ ଏହି ସେମିନାରରେ କିଟ୍‌ ଓ କିସର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେ ସେମିନାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ପ୍ରଦ୍ୟୋତ କେଶରୀ ପ୍ରଧାନ, ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ମହେଶ୍ୱର ସାହୁ, କିଟ୍‌ର ନିର୍ଦ୍ଦେଶକ ପ୍ରଫେସର ଜୟନ୍ତ ପରିଡ଼ା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ବୌଦ୍ଧ ଜିଲ୍ଲାର ୪୫୦ରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷାବିତ୍‌ ଓ ବୁଦ୍ଧିଜୀବୀମାନେ ସେମିନାରରେ ଅଂଶଗ୍ରହଣ କରିଥିଲେ।

କିଟ୍ ବିଶ୍ୱବିଦ୍ୟାଳୟ ଜାତୀୟ ସେମିନାର ଜି-୨୦ ଜନଭାଗିଦାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ପ୍ରସଙ୍ଗ: ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

June 18, 2026

ଭାରତରେ ଶସ୍ତା ହେବ କି ଡିଜେଲ ଏବଂ ପେଟ୍ରୋଲ?: ବିବୃତ୍ତି ଜାରି କଲେ ଭାରତ ସରକାର

June 18, 2026

କାହିଁକି ବିଭାଜିତ ହେଲା ଶିବସେନା ୟୁବିଟି?: ଜଣାପଡିଲା କାରଣ

June 18, 2026

ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

June 18, 2026
Latest News

ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ପ୍ରସଙ୍ଗ: ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

June 18, 2026

ଭାରତରେ ଶସ୍ତା ହେବ କି ଡିଜେଲ ଏବଂ ପେଟ୍ରୋଲ?: ବିବୃତ୍ତି ଜାରି କଲେ ଭାରତ ସରକାର

June 18, 2026

କାହିଁକି ବିଭାଜିତ ହେଲା ଶିବସେନା ୟୁବିଟି?: ଜଣାପଡିଲା କାରଣ

June 18, 2026

ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

June 18, 2026

ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.