Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ୍ୟପ୍ରାଣୀଙ୍କ ସମ୍ପର୍କରେ ନାଗରିକଙ୍କ ଟ୍ୱିଟର ପ୍ରତ୍ୟୁତ୍ତର ଦେଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ବନ୍ୟପ୍ରାଣୀଙ୍କ ସମ୍ପର୍କରେ ନାଗରିକଙ୍କ ଟ୍ୱିଟର ପ୍ରତ୍ୟୁତ୍ତର ଦେଲେ ପ୍ରଧାନମନ୍ତ୍ରୀ

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବନ୍ୟପ୍ରାଣୀଙ୍କ ସମ୍ପର୍କରେ ନାଗରିକଙ୍କ ଆଗ୍ରହ ଦେଖି ସେମାନଙ୍କ ସହ ବାର୍ତ୍ତାଳାପ କରିଛନ୍ତି।

ଗତକାଲି ପ୍ରଧାନମନ୍ତ୍ରୀଙ୍କ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟ ଗସ୍ତ ବେଳେ ହାତୀମାନଙ୍କ ଅଭିନନ୍ଦନ ସମ୍ପର୍କରେ ପର୍ଶୁରାମ ଏମଜିଙ୍କ ଟିପ୍ପଣୀ ଉତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ଯେ, “ହଁ, ଏହା ନିଶ୍ଚିତ ଭାବେ ନିଆରା ଥିଲା।”

ଶ୍ରୀ ମୋଦୀ ଦିଲ୍ଲୀ ସ୍ଥିତ ଜାତୀୟ ପ୍ରାଣୀ ଉଦ୍ୟାନ ଯାଇଥିବା ପ୍ରିୟଙ୍କା ଗୋୟଲଙ୍କୁ ପ୍ରଶଂସା କରିବା ସହ ଟ୍ୱିଟ କରିଛନ୍ତି ଯେ, “ବଢିଆ। ଭାରତର ବୃକ୍ଷଲତା ଓ ବନ୍ୟପ୍ରାଣୀ ବିବିଧତା ଅସାଧାରଣ ଏବଂ ଏ ସମ୍ପର୍କରେ ଅଧିକ ଜାଣିବା ପାଇଁ ଲୋକଙ୍କୁ ସୁଯୋଗ ମିଳିବା ଦରକାର।”

ପ୍ରଧାନମନ୍ତ୍ରୀ ଗତକାଲିର ଫଟୋ ମଧ୍ୟ ଶେୟାର କରିଥିଲେ।

ନରେନ୍ଦ୍ର ମୋଦୀ ବନ୍ୟପ୍ରାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026
Latest News

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.