Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଜନଭାଗିଦାରୀ: ଆଇଆଇଟିଟିଏମ ପକ୍ଷରୁ ଐତିହ୍ୟ ପଦଯାତ୍ରା ଆୟୋଜିତ
ଆଜିର ଖବର

ଜି-୨୦ ଜନଭାଗିଦାରୀ: ଆଇଆଇଟିଟିଏମ ପକ୍ଷରୁ ଐତିହ୍ୟ ପଦଯାତ୍ରା ଆୟୋଜିତ

April 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱରସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ ଟୁରିଜିମ୍‌ ଏଣ୍ଡ ଟ୍ରାଭେଲ ମ୍ୟାନେଜମେଣ୍ଟ (ଆଇଆଇଟିଟିଏମ) ପକ୍ଷରୁ ଏକ ଐତିହ୍ୟ ପଦଯାତ୍ରା ଆୟୋଜନ କରାଯାଇଥିଲା। ଦୈବୀଶକ୍ତି ପ୍ରତି ସମର୍ପିତ ଏହି ପଦଯାତ୍ରା ଭୁବନେଶ୍ୱର ଉପକଣ୍ଠ ହୀରାପୁରସ୍ଥିତ ଚଉଷଠି ଯୋଗିନୀ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା।

ଆଇଆଇଟିଟିଏମର ଐତିହ୍ୟ କ୍ଲବ ଏବଂ ଭ୍ରମଣ ଫଟୋ କ୍ଲବର ସଦସ୍ୟମାନଙ୍କ ସମେତ ଛାତ୍ରଛାତ୍ରୀ, ପର୍ଯ୍ୟଟକ ଓ ସ୍ଥାନୀୟ ଲୋକମାନେ ଏଥିରେ ଆଗ୍ରହର ସହିତ ଅଂଶଗ୍ରହଣ କରିଥିଲେ । ମନ୍ଦିର ପରିସର, ଯୋଗିନୀ ମୂର୍ତ୍ତି ପରିକ୍ରମା କରିବା ପରେ ଐତିହ୍ୟ ପଦଯାତ୍ରା ମନ୍ଦିର ବାହାରେ ଥିବା ପବିତ୍ର ପୁଷ୍କରିଣୀ ନିକଟରେ ଶେଷ ହୋଇଥିଲା। ଓଡ଼ିଶାର ସଂସ୍କୃତି, ଯୋଗିନୀ ସଂସ୍କୃତିର ଅସୀମିତ ଚେତନା ବିଷୟରେ ଏହି ପଦଯାତ୍ରାରୁ ଏକ ବିଶେଷ ଅନୁଭୂତି ପ୍ରାପ୍ତ ହୋଇଥିଲା।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଅନୁଷ୍ଠିତ ହେବ।

ଜି-୨୦ ଜନଭାଗିଦାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ୍‌ ସ୍ତରରେ ବଡ଼ ଅଦଳବଦଳ, କାହାକୁ ମିଳିଲା କେଉଁ ଦାୟିତ୍ୱ?

August 25, 2026

ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ

August 25, 2026

ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

August 25, 2026

ନୟାଗଡ଼ ଡାଏଟ ପରିଦର୍ଶନ କଲେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶିକା

August 25, 2026
Latest News

ଆଇଏଏସ୍‌ ସ୍ତରରେ ବଡ଼ ଅଦଳବଦଳ, କାହାକୁ ମିଳିଲା କେଉଁ ଦାୟିତ୍ୱ?

August 25, 2026

ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ

August 25, 2026

ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

August 25, 2026

ନୟାଗଡ଼ ଡାଏଟ ପରିଦର୍ଶନ କଲେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶିକା

August 25, 2026

କ୍ରିତି ସାନନଙ୍କୁ ସମର୍ଥନ କଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ନେତା?

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.