Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସବୁବେଳେ ଅନ୍ୟ ଉପରେ ନିର୍ଭର କଲେ କଥା ସରିଲା, ପଢନ୍ତୁ ଚାଣକ୍ୟଙ୍କ ଏହି ୨ ଟି ପରାମର୍ଶ
ଆଜିର ଖବର

ସବୁବେଳେ ଅନ୍ୟ ଉପରେ ନିର୍ଭର କଲେ କଥା ସରିଲା, ପଢନ୍ତୁ ଚାଣକ୍ୟଙ୍କ ଏହି ୨ ଟି ପରାମର୍ଶ

April 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯେ, ଯଦି ଯେ କେହି ଅନ୍ୟ ଉପରେ ନିର୍ଭର କରି ରହିବେ ତେବେ ସେ କେବେବି ସଫଳତା ହାସଲ କରିବେ ନାହିଁ। ଯେତେ ବାଧାବିଘ୍ନ ଆସୁ ଆପଣ ନିଜେ ନିଜର ଶକ୍ତି ପ୍ରୟୋଗ କରିବା ଆବଶ୍ୟକ। ଆପଣ ଯେତେ ବଡ ଶକ୍ତିଶାଳୀ ହେଉଥାନ୍ତୁ ନା କାହିଁକି ଅନ୍ୟ ଉପରେ ନିର୍ଭର କଲେ କଥା ସରିଲା। କାରଣ ଯେତେବେଳେ ନିର୍ଭର କରୁଥିବା ବ୍ୟକ୍ତି ବା ଯାହାକିଛି , ସେ ଛାଡିଦେଇ ଗଲେ ଆପଣ ସଂପୂର୍ଣ୍ଣ ଅଚଳ ହୋଇଯିବେ।

ଦୁଇଟି ଉଦାହରଣ ଦେଇ ଚାଣକ୍ୟ କହିଛନ୍ତି ଯେ, ନଦୀ କୂଳରେ ବୃକ୍ଷଟିଏ ଥିଲେ ସେ ଯେତେ ଶକ୍ତିଶାଳୀ ହୋଇଥିଲେ ମଧ୍ୟ କୂଳଖାଇଲେ ଗଛଟି ପଡିଯିବ। ସେହିପରି ରାଜା ସବୁବେଳେ ମନ୍ତ୍ରୀ ପରିଷଦଙ୍କ ଉପରେ ନିର୍ଭର କରନ୍ତି। ଯଦି କୌଣସି କାରଣରୁ ମନ୍ତ୍ରୀ ପରିଷଦଙ୍କର ଅନୁପସ୍ଥିତ ରହିବ, ତେବେ ରଜା କୈଣସି ନିଷ୍ପତି ନେଇପାରିବେ ନାହିଁ। ସେଥିପାଇଁ ଅନ୍ୟର ଉପଦେଶ ଗ୍ରହଣ କର, ହେଲେ ନିଜେ ନିଷ୍ପତି ନେବାର ଶିକ୍ଷାଲାଭ କର।

ଆଚର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ଚାଣକ୍ୟଙ୍କ ପରାମର୍ଶ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026
Latest News

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.