Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ବକ୍ତୃତା ପ୍ରତିଯୋଗିତା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ବକ୍ତୃତା ପ୍ରତିଯୋଗିତା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

April 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ- ଆରଆଇଇ, ଏନସିଇଆରଟି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜନସଚେତନତା କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଆଜି ପ୍ରତିଷ୍ଠାନ ପରିସରରେ ଥିବା ଡିଏମ ସ୍କୁଲ ପରିସରରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଏଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି ଅଗ୍ରୱାଲ, ଡିଏମ ସ୍କୁଲର ଅଧ୍ୟକ୍ଷ ଏ ପ୍ରଧାନ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ନୋଡାଲ ଅଧିକାରୀ ପ୍ରଫେସର ଲକ୍ଷ୍ମୀଧର ବେହେରା, ଶ୍ରୀ ପି.କେ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟପଟେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଜଗତସିଂହପୁର କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଜି୨୦ ବିଷୟବସ୍ତୁକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ବକ୍ତୃତା ପ୍ରତିଯୋଗିତା ଭୁବନେଶ୍ୱର ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026

ଇଭି ଭଡା ଦେୟ ଧାର୍ଯ୍ୟ କଲେ ସରକାର

June 4, 2026

ବାଲିଅନ୍ତାରେ ଯୁବକଙ୍କୁ ଛୁରା ମାଡ

June 4, 2026
Latest News

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ଆଜି ଜୁନ ୫ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଭାଗ୍ୟ ଚମକିବ, କରନ୍ତୁ ଏହି କାମ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.