Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ୨୪ ଘଣ୍ଟାରେ ୭ ହଜାର ୮୩୦ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ୨୪ ଘଣ୍ଟାରେ ୭ ହଜାର ୮୩୦ ଆକ୍ରାନ୍ତ ଚିହ୍ନଟ

April 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୮୩୦ ନୂତନ କରୋନା ମାମଲା ରିପୋର୍ଟ ହୋଇଛି। ଦେଶରେ ସକ୍ରିୟ ମାମଲା ସଂଖ୍ୟା ହେଉଛି ୪୦ ହଜାର ୨୧୫ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୬୯୨ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି। ଏଥି ସହିତ କରୋନାରୁ ସୁସ୍ଥ ହୋଇଥିବା ମୋଟ ଲୋକଙ୍କ ସଂଖ୍ୟା ୪ କୋଟି ୪୨ ଲକ୍ଷ ୪ ହଜାର ୭୭୧ ରେ ପହଞ୍ଚିଛି।

ଜାଣନ୍ତୁ ଏହି ମାସରେ କେଉଁ ଦିନ କେତେ ଆକ୍ରାନ୍ତ ଚିହ୍ନଟ:

ଏପ୍ରିଲ୍ ୧ ତାରିଖ: ୨୯୯୩ ମାମଲା
ଏପ୍ରିଲ୍ ୨ ତାରିଖ: ୩୮୨୩ ମାମଲା
ଏପ୍ରିଲ୍ ୩ ତାରିଖ: ୩୬୪୧ ମାମଲା
ଏପ୍ରିଲ୍ ୪ ତାରିଖ: ୩୦୩୮ ମାମଲା
ଏପ୍ରିଲ୍ ୫ ତାରିଖ: ୪୪୩୫ ମାମଲା
ଏପ୍ରିଲ୍ ୬ ତାରିଖ: ୫୩୩୫ ମାମଲା
ଏପ୍ରିଲ୍ ୭ ତାରିଖ: ୬୦୫୦ ମାମଲା
ଏପ୍ରିଲ୍ ୮ ତାରିଖ: ୬୧୫୫ ମାମଲା
ଏପ୍ରିଲ୍ ୯ ତାରିଖ: ୩୫୭ ମାମଲା
ଏପ୍ରିଲ୍ ୧୦ ତାରିଖ: ୫୮୮୦ ମାମଲା
ଏପ୍ରିଲ୍ ୧୧ ତାରିଖ: ୫୬୭୬ ମାମଲା।

କରୋନା ଅପଡେଟ୍ ସକ୍ରିୟ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026
Latest News

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.