Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରସୁଗୁଡା ଉପ-ନିର୍ବାଚନ ପାଇଁ ବିଜେପି ର ପ୍ରାର୍ଥୀ ହେଲେ ଯୁବନେତା ଟଙ୍କଧର ତ୍ରିପାଠୀ
ଆଜିର ଖବର

ଝାରସୁଗୁଡା ଉପ-ନିର୍ବାଚନ ପାଇଁ ବିଜେପି ର ପ୍ରାର୍ଥୀ ହେଲେ ଯୁବନେତା ଟଙ୍କଧର ତ୍ରିପାଠୀ

April 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ବିଜେଡ଼ି ଆଉ କଂଗ୍ରେସ ପରେ ଏବେ ବିଜେପି ଝାରସୁଗୁଡା ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଯୁବନେତା ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ କରିଛି। ରାଜ୍ୟ ବିିଜେପି ର ସୁପାରିଶ କ୍ରମେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅନୁମୋଦନ ମିଳିଛି। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

ତେବେ ଏହା ପୂର୍ବରୁ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଦିବଙ୍ଗତ ନେତା ତଥା ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡ଼ି ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ତେଙ୍କ ପୁଅ ତରୁଣ ପାଣ୍ତେଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।

ଝାରସୁଗୁଡା ଉପ-ନିର୍ବାଚନ ଟଙ୍କଧର ତ୍ରିପାଠୀ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.