Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଳୁଛି ଓଡିଶା: ୪୦ ଡିଗ୍ରୀ ଉପରେ ୨୫ ସହର
ଆଜିର ଖବର

ଜଳୁଛି ଓଡିଶା: ୪୦ ଡିଗ୍ରୀ ଉପରେ ୨୫ ସହର

April 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ପୁଣି ସାରା ରାଜ୍ୟରେ ଅସହ୍ୟ ତାତି ଯୋଗୁଁ ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। କେବଳ ମଣିଷ କାହିଁକି ଏଭଳି ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜୀବଜନ୍ତୁଙ୍କ ଜୀବନ ମଧ୍ୟ ବିପଦରେ ପଡିଛି। ଆଜି ତାପମାତ୍ରାରେ ସବୁ ରେକର୍ଡ ଭାଙ୍ଗିଯାଇଛି। ୮ ଟି ସହରରେ ୪୨ ଡିଗ୍ରୀ ଉପରେ ତାପମାତ୍ରା ତାପମାତ୍ରା ରହିଥିବା ବେଳେ ୨୫ ଟି ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଛି। ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ବାରିପଦା ରେକର୍ଡ କରିଛି। ବାରିପଦାରେ ତାପମାତ୍ରା ୪୩.୫ ଡିଗ୍ରୀ ସେଲସିୟସ ରହିଛି। ଅନୁଗୁଳ, ସୋନପୁର ଓ ବୌଦ୍ଧରେ ତାପମାତ୍ରା ୪୨.୫ ଡିଗ୍ରୀ ସେଲସିୟସ ରହିଛି।

Image

ସେହିଭଳି ଟିଟିଲାଗଡରେ ୪୨.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ତାଳଚେର, ଭବାନୀପାଟଣା ଓ ବଲାଙ୍ଗୀରରେ ୪୨ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି। ତେବେ କଟକରେ ୪୧.୪ ଡିଗ୍ରୀ ସେଲସିୟସ ଏବନ ଭୁବନେଶ୍ବରରେ ୪୦.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।

ଅସହ୍ୟ ତାତି ଓଡିଶା ଗ୍ରୀଷ୍ମ ପ୍ରବାହ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

February 28, 2026
Latest News

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.