Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବକାରୀ ନୀତି ପ୍ରସଙ୍ଗ: ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ ଜାରି କଲା ସିବିଆଇ
ଆଜିର ଖବର

ଅବକାରୀ ନୀତି ପ୍ରସଙ୍ଗ: ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ ଜାରି କଲା ସିବିଆଇ

April 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
APP Chief
"ଆମେରିକା ହାତରେ ଦେଶ...," ଟ୍ରମ୍ପଙ୍କ ଟାରିଫ୍ ବିଲ୍ ଉପରେ କେଜରିୱାଲ୍ ଙ୍କ ଟାର୍ଗେଟ

ନୂଆଦିଲ୍ଲୀ: ପଚରାଉଚରା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସିବିଆଇ ନୋଟିସ ଜାରି କରିଛି। କେନ୍ଦ୍ରୀୟ ଏଜେନ୍ସି ତାଙ୍କୁ ରବିବାର ସକାଳ ୧୧ ଟାରେ ହାଜର ହେବାକୁ ଡାକିଛି। ସିବିଆଇ ତାଙ୍କୁ ନୂଆ ଅବକାରୀ ନୀତି ମାମଲାରେ ପଚରାଉଚରା କରିବାକୁ ଚାହୁଁଛି। ସିବିଆଇ ଅଧିକାରୀମାନେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିସାରିଛି। ଦୀର୍ଘ ଜେରା ପରେ ତାଙ୍କୁ ଫେବୃଆରୀ ୨୬ ତାରିଖରେ ସିବିଆଇ ଗିରଫ କରିଥିଲା। ଆମ୍ ଆଦମୀ ପାର୍ଟି ଏ ସମ୍ପର୍କରେ ବିଜେପି ଏବଂ କେନ୍ଦ୍ର ସରକାରଙ୍କ ଉପରେ କ୍ରମାଗତ ଆକ୍ରମଣ କରୁଛି।

ଅବକାରୀ ନୀତି ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସିବିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026
Latest News

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.