Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ ଜନ ଭାଗିଦାରୀ: ସୋଆରେ ଫୁଡ ମିନି ମାରାଥନ ଆୟୋଜିତ
ଆଜିର ଖବର

ଜି-୨୦ ଜନ ଭାଗିଦାରୀ: ସୋଆରେ ଫୁଡ ମିନି ମାରାଥନ ଆୟୋଜିତ

April 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି।

ସୋଆର ବିଭିନ୍ନ ଅନୁଷ୍ଠାନର ସହ ସହ ଛାତ୍ରଛାତ୍ରୀ ଏହି ମାରାଥନ ରେ ଦୌଡି ଥିଲେ।
ସୋଆ କ୍ୟାମ୍ପସ-୨ ସମ୍ମୁଖରୁ ଆରମ୍ଭ ହୋଇଥିବା ଏହି ମାରାଥନକୁ କୃଷି ମହାବିଦ୍ୟାଳୟର ଡିନ ପ୍ରଫେସର ବିଜୟ କୁମାର ସାହୁ ଶୁଭାରମ୍ଭ କରିଥିଲେ।

କ୍ୟାମ୍ପସ-୨ ଠାରୁ କଳିଙ୍ଗ ଷ୍ଟୂଡିଓ ଛକ ପର୍ଯ୍ୟନ୍ତ ଏହି ମାରାଥନ ହୋଇଥିଲା।

ଏହି ମାରାଥନରେ ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ୟୁନିଭର୍ସିଟି ଆଉଟରିଚ ପ୍ରୋଗ୍ରାମ ର ନିର୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ସ୍ପୋର୍ଟ୍ସ ଅଫିସର ସୁନିତା ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।

ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.