Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କ ଦର୍ଶନ ମନା: ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ପଇତାଲାଗି ନୀତି
ଆଜିର ଖବର

ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କ ଦର୍ଶନ ମନା: ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ପଇତାଲାଗି ନୀତି

April 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri
Puri: Special Rituals Performed at Srimandir Ahead of Lunar Eclipse Restrictions

ଭୁବନେଶ୍ଵର/ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି। ବୈଶାଖ ମାଷ କୃଷ୍ଣ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଳନ କରାଯାଏ। ସନ୍ଧ୍ୟା ସମୟରେ ଏହି ନୀତି ପାଳନ କରାଯିବ। ଏହା ଶ୍ରୀଜିଉଙ୍କର ଗୁପ୍ତ ନୀତି ଅଟେ। ତେଣୁ ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲାଗିଛି।

ସେଥିପାଇଁ ସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ୪ ଘଣ୍ଟା ପାଇଁ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।

ପଇତାଲାଗି ନୀତି ମହାପ୍ରଭୁ ଶ୍ରୀଜିଉ
Share. Facebook Twitter LinkedIn Email WhatsApp Copy Link

Related Posts

ଲକଡାଉନର ମିଥ୍ୟା ଖବର ପ୍ରସାରଣ କରିବା ମହଙ୍ଗା ପଡିଲା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

March 27, 2026

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026

ଆଜି ପବିତ୍ର ରାମ ନବମୀରେ ଶ୍ରୀରାମଙ୍କୁ କିପରି ପୂଜା କଲେ ସେ ହୁଅନ୍ତି ଖୁସି, ଜାଣନ୍ତୁ

March 27, 2026

କନ୍ଧମାଳରେ ଆପଦପ୍ରବଣ କିଶୋରମାନଙ୍କୁ ସଶକ୍ତ କରିବା ପାଇଁ ସର୍ଭାଇଭର୍‍ ନେଟୱର୍କ କାର୍ଯ୍ୟକ୍ରମ

March 27, 2026
Latest News

ଦେଶବ୍ୟାପୀ ଲକଡାଉନ୍ ହେବ କି?: ଜାଣନ୍ତୁ କ’ଣ କହିଲେ ଭାରତ ସରକାରର ମନ୍ତ୍ରୀ ହରଦୀପ ପୁରୀ?

March 27, 2026

ଜମ୍ମୁ କାଶ୍ମୀର ବିଧାନସଭାରେ ‘ଇସ୍ରାଏଲ ମୁର୍ଦ୍ଦାବାଦ’ ସ୍ଲୋଗାନ: ବିଜେପି ଏବଂ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ସଂଘର୍ଷ

March 27, 2026

ଲକଡାଉନର ମିଥ୍ୟା ଖବର ପ୍ରସାରଣ କରିବା ମହଙ୍ଗା ପଡିଲା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

March 27, 2026

ପାକିସ୍ତାନକୁ “ଦଲାଲ ରାଷ୍ଟ୍ର” ବୋଲି କହିଲେ ଏସ. ଜୟଶଙ୍କର: କଡ଼ା ବିରୋଧ କଲେ କଂଗ୍ରେସ ନେତା

March 27, 2026

Breaking News: ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କଲେ ସରକାର

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.