Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ରାଜନୀତିରେ ହଲଚଲ, ବିଜେପିରେ ସାମିଲ ହୋଇପାରନ୍ତି ଅଜିତ ପାୱାର
ଆଜିର ଖବର

ମହାରାଷ୍ଟ୍ର ରାଜନୀତିରେ ହଲଚଲ, ବିଜେପିରେ ସାମିଲ ହୋଇପାରନ୍ତି ଅଜିତ ପାୱାର

April 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମଅଜିତ ପାୱାର
ମହାରାଷ୍ଟ୍ରରେ ବିମାନ ଦୁର୍ଘଟଣା: ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ମୃତ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ପୁଣି ଥରେ ରାଜନୈତିକ ହଲଚଲ ବୃଦ୍ଧି ପାଇଛି। ଅଜିତ ପାୱାର ବିଜେପି ସହ ଯାଇପାରନ୍ତି ବୋଲି ଖବର ଆସୁଛି। ଯଦିଓ ଅଜିତ ପାୱାରଙ୍କ ସହିତ ୧୧ ରୁ ୧୨ ଜଣ ବିଧାୟକ ଅଛନ୍ତି। ବର୍ତ୍ତମାନ ମହାରାଷ୍ଟ୍ରରେ ଏକନାଥ ସିନ୍ଦେଙ୍କ ସରକାର ଅଛି।

ଅଜିତ ପାୱାର ବିଜେପିରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ଝିଅ ସୁପ୍ରିୟା ସୁଲେ ମଧ୍ୟ ଏକ ବଡ଼ ଦାବି କରିଛନ୍ତି। ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଦୁଇଟି ବଡ଼ ରାଜନୈତିକ ବିସ୍ଫୋରଣ ହେବ ବୋଲି ସୁପ୍ରିୟା ସୁଲେ କହିଛନ୍ତି।

ଅଜିତ ପାୱାର ବିଜେପି ମହାରାଷ୍ଟ୍ର ରାଜନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.