Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାକୁ ଦିନିକିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାକୁ ଦିନିକିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

April 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଜିଲ୍ଲାକୁ ଦିନିକିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆସନ୍ତାକାଲି ବୁଧବାର ଦିନ ଦିନିକିଆ ଖୋର୍ଦ୍ଧା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ପାଞ୍ଚଟାରେ ନବୀନ ବିଜୁ ମହାବୀର ଜୟପୁର ଫୁଟ କେନ୍ଦ୍ରରେ ପଦାର୍ପଣ କରିବେ।

ମୁଖ୍ୟମନ୍ତ୍ରୀ ଗୁରୁଜଙ୍ଗରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରକୁ ଉଦଘାଟନ କରିବେ। ରାଜସ୍ଥାନ ଜୟପୁରର ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ବାରା ସେଠାରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ପ୍ରସ୍ତୁତ କରାଯିବ। ଏଥିସହିତ ରାଜ୍ୟ ସରକାରଙ୍କ ସହଯୋଗରେ ସେଠାରେ ଗବେଷଣା ସହ ତାଲିମ କେନ୍ଦ୍ର ମଧ୍ୟ ପରିଚାଳିତ ହେବ। ଏହାକୁ ମୁଖ୍ୟମନ୍ତ୍ରୀ ପରିଦର୍ଶନ ସହିତ ଉଦଘାଟନ ମଧ୍ୟ କରିବେ।

ଏହାପରେ ନବୀନ ଏକ ସଭାରେ ଯୋଗ ଦେଇ ଦିବ୍ୟାଙ୍ଗଙ୍କୁ ଶ୍ରବଣ ଯନ୍ତ୍ର, ଟ୍ରାଇସାଇକେଲ୍, ହ୍ବିଲଚେୟାର ଆଦି ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ଅଶୋକ ପଣ୍ଡା, ଏହି ସଂସ୍ଥାର ମୁଖ୍ୟ ପଦ୍ମଭୂଷଣ ଡି.ଆର ମେହେଟା ମଧ୍ୟ ସାମିଲ ରହିବେ।

khorda Khorda Collector
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.