Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ସହିଦ ହୋଇଥିବା ୫ ଜଣଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡିଆ
ଆଜିର ଖବର

ଜମ୍ମୁ କାଶ୍ମୀରରେ ସହିଦ ହୋଇଥିବା ୫ ଜଣଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡିଆ

April 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜମ୍ମୁ କାଶ୍ମୀରରେ ସହିଦ ହୋଇଥିବା ୫ ଜଣଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡିଆ

ନୂଆଦିଲ୍ଲୀ: ଜମ୍ମୁକାଶ୍ମରୀର ପୁଞ୍ଚରେ ହୋଇଥିବା ସେନା ଗାଡି ଅଗ୍ନିକାଣ୍ଡ ଘଟଣାରେ ୫ ଯବାନଙ୍କ ମୃତ୍ୟୁ ହୋଇଛି। ତେବେ ଏହି ଅଗ୍ନିକାଣ୍ଡ ଆତଙ୍କି ହାମଲା ଯୋଗୁଁ ଘଟିଛି ବୋଲି ସେନାବାହିନୀ ତରଫରୁ ସ୍ପଷ୍ଟ କରାଯାଇଛି।

ତେବେ ପୁଞ୍ଚରେ ସହିଦ ହୋଇଥିବା ୫ ଯବାନଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡ଼ିଆ। ସେ ହେଉଛନ୍ତି ଦେବାଶିଷ ବିଶ୍ୱାଳ। ଦେବାଶିଷଙ୍କ ଘର ସାକ୍ଷୀଗୋପାଳ ନିକଟ ଅଳଗୁମର ଖଣ୍ଡାୟତ ସାହିର ବୋଲି ଜଣାପଡିଛି। ଦେବାଶିଷଙ୍କ ଘରକୁ ସେନା ମୁଖ୍ୟାଳୟରୁ ଫୋନ ଆସିବା ପରେ ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଆତଙ୍କବାଦୀ ଜମ୍ମୁ କାଶ୍ମୀର ସହିଦ
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.