Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦ କରାଇଲେ ଶପଥ ପାଠ
ଆଜିର ଖବର

ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦ କରାଇଲେ ଶପଥ ପାଠ

May 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Narendra Modi sworn in as Prime Minister
Narendra Modi sworn in as Prime Minister

ସପ୍ତଦଶ ଲୋକସଭାର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କ୍ରମାଗତ ଦ୍ବିତୀୟ ଥର ଭାବରେ ପ୍ରଧାନମନ୍ତ୍ରୀ ହେବାର ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଶପଥ ଗ୍ରହଣ ଉତ୍ସବରେ ଉପ ରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ, ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼କ୍ଟର ମନମୋହନ ସିଂହ, ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, ମୁରଲୀ ମନୋହର ଯୋଶୀ,କଂଗ୍ରେସ ସଭାପତି ରାହୁଲ୍‍ ଗାନ୍ଧି, ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ତଥା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଅଛନ୍ତି ।ବିଶ୍ୱର ସର୍ବବୃହତ୍‍ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ବହୁ ରାଷ୍ଟ୍ରମୁଖ୍ୟ, ଶାସନ ମୁଖ୍ୟ, ସମ୍ବିଧାନ ବିଶେଷଜ୍ଞ ଓ କୂଟନୈତୀଜ୍ଞ ମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଛନ୍ତି । ସରକାରଙ୍କ ପ୍ରଥମେ ପଡ଼ୋଶୀ ନୀତି ଦୃଷ୍ଟିରୁ ଭାରତ ବିମ୍‍ଷ୍ଟେକ୍‍ ରାଷ୍ଟ୍ରସମୂହର ମୁଖ୍ୟମାନଙ୍କୁ ଏହି ଉତ୍ସବକୁ ଆମନ୍ତ୍ରଣ କରିଛି। ବାଂଲାଦେଶ, ଶ୍ରୀଲଙ୍କା, କିରଗିଜ୍‍ ସାଧାରଣତନ୍ତ୍ର ଓ ମ୍ୟାଁମାର ରାଷ୍ଟ୍ରପତି ଏବଂ ମରିସସ୍‍, ନେପାଳ, ଭୁଟାନର ପ୍ରଧାନମନ୍ତ୍ରୀ ତଥା  ଥାଇଲାଣ୍ଡର ସ୍ୱତନ୍ତ୍ର ଦୂତ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ହିଣ୍ଡେନବର୍ଗ ମାମଲା: ସମସ୍ତ ଅଭିଯୋଗ ଭିତ୍ତିହୀନ, ଆଦାନୀ ଗ୍ରୁପକୁ କ୍ଲିନ୍ ଚିଟ୍ ଦେଲା ସେବି

September 18, 2025

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025
Latest News

ହିଣ୍ଡେନବର୍ଗ ମାମଲା: ସମସ୍ତ ଅଭିଯୋଗ ଭିତ୍ତିହୀନ, ଆଦାନୀ ଗ୍ରୁପକୁ କ୍ଲିନ୍ ଚିଟ୍ ଦେଲା ସେବି

September 18, 2025

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025

ଓଡିଶା ରାଜନୀତିରେ ହଲଚଲ, ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ, ସମର୍ଥନ ପାଇଁ ବିଜେଡି ବିଧାୟକଙ୍କୁ ସାକ୍ଷାତ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.