Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଜାରି ରହିବ କାଳବୈଶାଖି: ଏହି ଜିଲ୍ଲାଗୁଡିରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା
ଆଜିର ଖବର

ରାଜ୍ୟରେ ଜାରି ରହିବ କାଳବୈଶାଖି: ଏହି ଜିଲ୍ଲାଗୁଡିରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା

April 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ଅସହ୍ୟ ତାତିରୁ ମିଳିଛି ଆଶ୍ଵସ୍ତି। କାଳ ବୈଶାଖି ଯୋଗୁଁ ରାଜ୍ୟରେ ଏବେ ତାପମାତ୍ରା ହ୍ରାସ ପାଉଥିବା ବେଳେ ଆଗାମୀ ଦୁଇ ଦିନ ପାଇଁ କାଳ ବୈଶାଖି ଜାରି ରହିବ ବୋଲି ଅନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହା ସହିତ କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ମଧ୍ୟ ଅନୁମାନ କରାଯାଉଛି।

ଏହି କାଳ ବୈଶାଖି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଏବଂ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷାର ସମ୍ଭବାନା ରହିଛି। ତେବେ ଆଜି ପାଇଁ ୧୩ ଟି ଜିଲ୍ଲାକୁ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, ରାୟଗଡା, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଂଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି।

ସେହିଭଳି ଆସନ୍ତାକାଲି ପାଇଁ ୯ ଟି ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଓ ୧୩ ଟି ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅରେଞ୍ଜ ୱାର୍ଣ୍ଣିଂ ଅସହ୍ୟ ତାତି କାଳବୈଶାଖି କୁଆପଥର ବର୍ଷା ଘଡ଼ଘଡ଼ି ସହ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026
Latest News

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.