Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାସ୍କ ପିନ୍ଧିବା ନିୟମକୁ ଲାଗୁ କର, ସମସ୍ତ ଡାକ୍ତରଖାନାକୁ ଗଲା ନୋଟିସ
ଆଜିର ଖବର

ମାସ୍କ ପିନ୍ଧିବା ନିୟମକୁ ଲାଗୁ କର, ସମସ୍ତ ଡାକ୍ତରଖାନାକୁ ଗଲା ନୋଟିସ

April 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାସ୍କ ପିନ୍ଧିବା ନିୟମକୁ ଲାଗୁ କର, ସମସ୍ତ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ବିଭାଗ କଲା ନୋଟିସ

ଭୁବନେଶ୍ବର: ଏଣିକି ମାସ୍କ ପିନ୍ଧିବା ନିୟମକୁ ଲାଗୁ କର। ବର୍ତ୍ତମାନ ଯେପରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ସେଥିରେ ମାସ୍କ ପିନ୍ଧିବା ନିହାତି ଜରୁରୀ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ରାଜ୍ୟର ସମସ୍ତ ଡାକ୍ତରଖାନାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏଥିରେ କୁହାଯାଇଛି ଯେ, ସ୍ବାସ୍ଥ୍ୟ କର୍ମଚାରୀମାନେ ଡାକ୍ତରଖାନାରେ କାମ କରିବା ବେଳେ ମାସ୍କ ପିନ୍ଧିବା ନିୟମକୁ ଲାଗୁ କର। ଏପରିକି ଅପରେସନ ଥିଏଟର, କନଫ୍ରେନସ ହଲ, ଆଇସିୟୁ ପ୍ରଭୃତି ଋଦ୍ଧ ଦ୍ବାର କାର୍ଯ୍ୟ କରୁଥିବା କର୍ମଚାରମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କର। ବିନା ମାସ୍କରେ କାହାକୁ କାମ କରିବାକୁ ସୁଯୋଗ ଦିଅ ନାହିଁ ବୋଲି ଏହି ନିର୍ଦ୍ଦେଶରେ କୁହାଯାଇଛି।

ଏହି ନିର୍ଦ୍ଦେଶରେ ଏହା ମଧ୍ୟ କୁହାଯାଇଛି ଯେ, ଯେଉଁମାନେ ଡାକ୍ତରଖାନାକୁ ଆସୁଛନ୍ତି ସେମାନଙ୍କୁ ମଧ୍ୟ ବିନା ମାସ୍କରେ ଭିତରେ ବୁଲିବାକୁ ଅନୁମତି ଦିଅ ନାହିଁ। ରାଜ୍ୟରେ ବର୍ତ୍ତମାନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ଏପରି ଆଗୁଆ ପଦକ୍ଷେପ ଗ୍ରହଣ କରିଛି।

N95 ମାସ୍କ କରୋନା କୋଭିଡ ମାସ୍କ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.