Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରାକ୍ଟର ଚକା ତଳୁ ଡ୍ରାଇଭରଙ୍କ ଶବ ଉଦ୍ଧାର
ଆଜିର ଖବର

ଟ୍ରାକ୍ଟର ଚକା ତଳୁ ଡ୍ରାଇଭରଙ୍କ ଶବ ଉଦ୍ଧାର

April 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବୁଗୁଡ଼ା ଥାନା ଅନ୍ତର୍ଗତ ଖୋଳଖାଳି ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ବାଲିଘାଇ ଠାରେ ମନରେଗା ପାଣ୍ଠିରେ ଏକ ଉନ୍ନୟନ କାର୍ଯ୍ୟ ଚାଲିଛି। ଉକ୍ତ କାର୍ଯ୍ୟସ୍ଥଳରେ ଏକ ଟ୍ରାକ୍ଟର ଚକା ତଳେ ସେହି ଗାଡ଼ିର ଡ଼୍ରାଇଭରର ଶବ ଦେଖିବାକୁ ମିଳିଛି। ମୃତ ଡ୍ରାଇଭର ଜଣଙ୍କ ପୋଲସରା ଥାନା ଅନ୍ତର୍ଗତ ହାତୀପାଦପଲୀ ଗ୍ରାମର ସିମାଞ୍ଚଳ ପ୍ରଧାନ ବୋଲି ଜଣାପଡିଛି।

ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳ ବାସୀ ଓ ବୁଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଂଚି ୧୦୮ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନେଇଥିଲେ। କିନ୍ତୁ ଡ଼ାକ୍ତର ସିମାଞ୍ଚଳକୁ ମୃତ୍ୟୁ ଘୋଷଣା କରିଥିଲେ।

ଡ଼ାକ୍ତରଖାନାରେ ସ୍ଥାନୀୟ ତହସିଲଦାର ଓ ପୋଲିସ କର୍ମଚାରୀ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ତେବେ ଏନେଇ ମୃତ ସିମାଞ୍ଚଳଙ୍କ ଭାଇ ଗୌତମ ଥାନାରେ ଅଭିଯୋଗ କରିଛନ୍ତି। ଏତଲା ଗ୍ରହଣ କରି ପୋଲିସ ଅନୁସନ୍ଧାନ କରୁଛି।

ଉନ୍ନୟନ କାର୍ଯ୍ୟ ବୁଗୁଡ଼ା ଥାନା ଶବ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.