Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ପ୍ରଭାବିତ ହେବ ଟ୍ରେନ ସେବା
ଆଜିର ଖବର

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ପ୍ରଭାବିତ ହେବ ଟ୍ରେନ ସେବା

April 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପାର୍ବଣ ଋତୁ
ପାର୍ବଣ ଋତୁରେ ଟ୍ରେନରେ ଯାତ୍ରା କଲେଣି ଦେଢ଼ କୋଟିରୁ ଅଧିକ ଯାତ୍ରୀ

ଭୁବନେଶ୍ଵର: ଦକ୍ଷିଣ ପୂର୍ବ ରେଳପଥ ଚକ୍ରଧରପୁର ରେଳ ମଣ୍ଡଳ ଅନ୍ତର୍ଗତ ବାମରା ଏବଂ ଧରୁଆଡିହ ଷ୍ଟେସନ ମଧ୍ୟରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ପୂର୍ବତଟ ରେଳପଥକୁ ଆସୁଥିବା ଏବଂ ଏହାର ପରିସୀମାରୁ ଛାଡୁଥିବା ନିମ୍ନଲିଖିତ ଟ୍ରେନଗୁଡିକ ଦିନକ ପାଇଁ ନିମ୍ନମତେ ପ୍ରଭାବିତ ହେବ।

ବାତିଲ ହେବାକୁ ଥିବା ଟ୍ରେନ୍:

1. 18125/18126 ରାଉରକେଲା-ପୁରୀ-ରାଉରକେଲା ଏକ୍ସପ୍ରେସ ଉଭୟ ପାର୍ଶ୍ୱରୁ 26.04.2023 ଦିନ।

2. 18108 ଜଗଦଲପୁର-ରାଉରକେଲା ଇଣ୍ଟର ସିଟି ଏକ୍ସପ୍ରେସ ଜଗଦଲପୁରରୁ 25.04.2023 ଦିନ।

3. 18107 ରାଉରକେଲା-ଜଗଦଲପୁର ଇଣ୍ଟର ସିଟି ଏକ୍ସପ୍ରେସ ରାଉରକେଲାରୁ 26.04.2023 ଦିନ।

4. 18118 ଗୁଣୁପୁର-ରାଉରକେଲା ରାଜ୍ୟରଣୀ ଏକ୍ସପ୍ରେସ ଗୁଣୁପୁରରୁ 25.04.2023 ଦିନ।

5. 18117 ରାଉରକେଲା-ଗୁଣୁପୁର ରାଜ୍ୟରଣୀ ଏକ୍ସପ୍ରେସ ରାଉରକେଲାରୁ 26.04.2023 ଦିନ।

ଟ୍ରେନର ସମୟରେ ପରିବର୍ତ୍ତନ:

1. 25.04.2023 ଦିନ ବାଙ୍ଗାଲୋରରୁ ଛାଡିବାକୁ ଥିବା 12836 ବାଙ୍ଗାଲୋର-ହଟିଆ ଏକ୍ସପ୍ରେସ 03 ଘଣ୍ଟା 45 ମିନିଟ ବିଳମ୍ବରେ ଛାଡିବ।

2. 26.04.2023 ଦିନ ସମ୍ବଲପୁରରୁ ଛାଡିବାକୁ ଥିବା 18311 ସମ୍ବଲପୁର-ବନାରସ ଏକ୍ସପ୍ରେସ 02 ଘଣ୍ଟା 45 ମିନିଟ ବିଳମ୍ବରେ ଛାଡିବ।

3. 25.04.2023 ଦିନ ଋଷିକେଶରୁ ଛାଡିବାକୁଥିବା 18478 ଯୋଗ ନାଗରୀ ଋଷିକେଶ-ପୁରୀ କଳିଙ୍ଗ ଉତ୍କଳ ଏକ୍ସପ୍ରେସ 03 ଘଣ୍ଟା 45 ମିନିଟ ବିଳମ୍ବରେ ଛାଡିବ।

ଟ୍ରେନର ଆଂଶିକ ବାତିଲ:

A. 26.04.2023 ଦିନ ହାଓଡ଼ାରୁ ଛାଡିବାକୁ ଥିବା 12871 ହାଓଡ଼ା-ଟିଟିଲାଗଡ ଇସ୍ପାତ ଏକ୍ସପ୍ରେସ ଚକ୍ରଧରପୁର ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ ଚକ୍ରଧରପୁରରୁ ଟିଟିଲାଗଡ ପର୍ଯ୍ୟନ୍ତ ବାତିଲ ହୋଇ ରହିବ। ଏହି ଟ୍ରେନ୍ ଏକ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ହାଓଡ଼ାକୁ ଫେରିବ।

B. 26.04.2023 ଦିନ କଣ୍ଟାବାଞ୍ଜୀରୁ ଛାଡିବାକୁ ଥିବା 22862 କାଣ୍ଟାବାଞ୍ଜୀ-ହାଓଡ଼ା ଇସ୍ପାତ ଏକ୍ସପ୍ରେସ ଝାରସୁଗୁଡା ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ ଝାରସୁଗୁଡାରୁ ହାଓଡ଼ା ପର୍ଯ୍ୟନ୍ତ ବାତିଲ ରହିବ। ଏହି ଟ୍ରେନ୍ ଟିଟିଲାଗଡ / କାଣ୍ଟାବାଞ୍ଜିକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଫେରିବ।

C. 25.04.2023 ଦିନ ପୁରୀରୁ ଛାଡିବାକୁ ଥିବା 18452 ପୁରୀ-ହଟିଆ ତପସ୍ୱିନି ଏକ୍ସପ୍ରେସ ସମ୍ବଲପୁର ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ ସମ୍ବଲପୁରରୁ ହଟିଆ ପର୍ଯ୍ୟନ୍ତ ବାତିଲ ରହିବ।

D. 26.04.2023 ଦିନ ହଟିଆରୁ ଛାଡିବାକୁ ଥିବା 18451 ହଟିଆ-ପୁରୀ ତପସ୍ୱିନି ଏକ୍ସପ୍ରେସ ହଟିଆ ପରିବର୍ତ୍ତେ ସମ୍ବଲପୁରରୁ ପୁରୀ ଯାତ୍ରା କରିବ। ହଟିଆରୁ ସମ୍ବଲପୁର ପର୍ଯ୍ୟନ୍ତ ବାତିଲ ରହିବ।

ଆଧୁନିକୀକରଣ କାର୍ଯ୍ୟ ଆଂଶିକ ବାତିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.