Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ପ୍ରଶଂସା
ଆଜିର ଖବର

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ପ୍ରଶଂସା

April 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ତୃତୀୟ ଦିନ ରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି ଏଆଇସିଟିଇ ଅଧ୍ୟକ୍ଷ୍ୟ ପ୍ରଫେସର ଟି.ଜି ସୀତାରାମ।

ପ୍ରଫେସର ସୀତାରାମ ସୋଆର ସିଆଇଆଇ ଏଗଜିବିଟର ବୁଥ୍ ବୁଲି ଦେଖିବା ସହ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଷ୍ଟାର୍ଟ ଅପ୍‌ର ପ୍ରଶଂସା କରିଥିଲେ।

ଏହି ଅବସରରେ ସୋଆର ଆଡିସ୍‌ନାଲ ଡିନ୍ ( ଷ୍ଟୁଡେଂନସ୍ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଓ ସୋଆ ସଭାପତିଙ୍କ ଓଏସ୍‌ଡି ପ୍ରୀତମ୍ ନାୟକଙ୍କ ସମେତ ସୋଆର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

ଆଇଏମଏମ୍‌ଟି ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ଷ୍ଟାର୍ଟ ଅପ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.