Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର-ଭଦ୍ରକ୍ ରେଳ ସେକ୍ସନ ନୀରିକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ
ଆଜିର ଖବର

ଭୁବନେଶ୍ୱର-ଭଦ୍ରକ୍ ରେଳ ସେକ୍ସନ ନୀରିକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ​ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ଆଜି ଭୁବନେଶ୍ୱର-ଭଦ୍ରକ ରେଳ ସେକ୍ସନ ଯାଞ୍ଚ କରି ରେଳ ଚଳାଚଳ ସୁବିଧା ସମୀକ୍ଷା କରିବା ସହିତ ରେଳ ସେକ୍ସନରେ ଭବିଷ୍ୟତରେ ଅଧିକ ଯାତାୟତ ବୃଦ୍ଧି ସମ୍ବନ୍ଧରେ ଆକଳନ କରିଛନ୍ତି।

ନୀରିକ୍ଷଣ ସମୟରେ ପୂର୍ବତଟ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଓ ଅନ୍ୟାନ୍ୟ ବରିଷ୍ଠ ରେଳବାଇ ଅଧିକାରୀମାନେ ଉପସ୍ଥିତ ଥିଲେ।

ନୀରିକ୍ଷଣ ସମୟରେ ଶ୍ରୀ ଶର୍ମା ଭୁବନେଶ୍ୱର ଏବଂ ଭଦ୍ରକ ମଧ୍ୟରେ ଥିବା ଷ୍ଟେସନ ମାନଙ୍କରେ ଭିତ୍ତିଭୂମି ସମ୍ବନ୍ଧୀୟ ତଥା ଯାତ୍ରୀଙ୍କ ସୁବିଧା ସହ ଟ୍ରେନ ଯାତାୟତ ସୁବିଧା ସମୀକ୍ଷା କରିଥିଲେ ଏବଂ ଟ୍ରେନ୍ ଚଳାଚଳ ସୁଗମ ତଥା ଭିତ୍ତିଭୂମି ସମ୍ବନ୍ଧୀୟ ସମସ୍ୟା ତଥା ଯାତ୍ରୀ ସୁବିଧା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ପୂର୍ବତଟ ରେଳପଥ ମନୋଜ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋରଧା ଜିଲ୍ଲାରେ ସମବାୟ ସଦସ୍ୟତା ମହାଅଭିଯାନ “ସମ୍ବନ୍ଧ” ଯୋଜନାର ଶୁଭାରମ୍ଭ

September 25, 2026

୪୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ

September 25, 2026

ସମ୍ବଲପୁରରେ ନକଲି ସିମ୍ ରାକେଟ୍ ପର୍ଦ୍ଦାଫାଶ: ଜାମତାରା ସାଇବର ଠକଙ୍କ ସହ ଲିଙ୍କ, ୩ ଗିରଫ

September 25, 2026

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ: ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଓ ଅତିରିକ୍ତ ସଚିବ ସସ୍‌ପେଣ୍ଡ

September 25, 2026
Latest News

ଖୋରଧା ଜିଲ୍ଲାରେ ସମବାୟ ସଦସ୍ୟତା ମହାଅଭିଯାନ “ସମ୍ବନ୍ଧ” ଯୋଜନାର ଶୁଭାରମ୍ଭ

September 25, 2026

ଦଳ ଛାଡିଛନ୍ତି ୧୧୧ ସାଂସଦ ଏବଂ ବିଧାୟକ: ବିଜେପି ନୁହେଁ ଏହି ଦଳରେ ମିଶିଛନ୍ତି ସର୍ବାଧିକ ନେତା

September 25, 2026

୪୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ

September 25, 2026

ସମ୍ବଲପୁରରେ ନକଲି ସିମ୍ ରାକେଟ୍ ପର୍ଦ୍ଦାଫାଶ: ଜାମତାରା ସାଇବର ଠକଙ୍କ ସହ ଲିଙ୍କ, ୩ ଗିରଫ

September 25, 2026

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ: ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଓ ଅତିରିକ୍ତ ସଚିବ ସସ୍‌ପେଣ୍ଡ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.