Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ସହିଦ ଯବାନଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳୀ ଦେଲେ ସୁଦର୍ଶନ
ଆଜିର ଖବର

ଛତିଶଗଡରେ ସହିଦ ଯବାନଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳୀ ଦେଲେ ସୁଦର୍ଶନ

April 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଛତିଶଗଡରେ ସହିଦ ଯବାନଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳୀ ଦେଲେ ସୁଦର୍ଶନ

ଭୁବନେଶ୍ବର: ଗତକାଲି ଛତିଶଗଡ ଦାନ୍ତେୱାଡାରେ ମାଓବାଦମାନେ ଯେପରି ବର୍ବରକାଣ୍ଡ କଲେ ସେଥିରେ ଦଶ ଜଣ ଯବାନ ମୃତ୍ୟୁବରଣ କରିଛନ୍ତି। ଏହି ଘଟଣା ସାରା ଭାରତ ବର୍ଷକୁ ସ୍ତବ୍ଧ କରିଦେଇଛି। ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯାଇଛି। ବିଭିନ୍ନ ସ୍ଥାନରେ ମୃତ ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ମଧ୍ୟ ଦିଆଯାଉଛି।

ଏହିପରି କ୍ଷେତ୍ରରେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପ ସୁଦର୍ଶନ ପଟ୍ଟନାୟକ ମଧ୍ୟ ତାଙ୍କ କଳା ମାଧ୍ୟମରେ ମୃତ ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଛନ୍ତି। ସେ ପୁରୀ ବେଳାଭୂମିରେ ଏକ ରଂଗୀନ ବାଲୁକା ସ୍ଥାପତ୍ୟ ନିର୍ମାଣ କରିଛନ୍ତି। ସେଥିରେ ସେ ଯବାନମାନଙ୍କ ଟୋପିଗୁଡିକ ବିକ୍ଷିପ୍ତ ହୋଇପଡିଥିବାରୁ ଦୃଶ୍ୟକୁ କଳା ମାଧ୍ୟମରେ ଅବଗତ କରାଇଛନ୍ତି।

ବାଲୁକା କଳା ସୁଦର୍ଶନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026
Latest News

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.