Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି ଦେଶରେ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଆଜି ପୁଣି ଦେଶରେ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

April 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୧୭୧ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୯୪,୧୩୪ ପରୀକ୍ଷା କରାଯାଇଛି।

ବର୍ତ୍ତମାନ ଭାରତରେ କରୋନାର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ୩୧୪ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୬୬୯ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୪୩ ଲକ୍ଷ ୫୬ ହଜାର ୬୯୩ କୁ ବୃଦ୍ଧି ପାଇଛି।

କରୋନା ସକ୍ରିୟ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026
Latest News

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.