Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଖରୀରେ ବୁଡି ନାବାଳକର ମୃତ୍ୟୁ
ଆଜିର ଖବର

ପୋଖରୀରେ ବୁଡି ନାବାଳକର ମୃତ୍ୟୁ

April 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଭଞ୍ଜନଗର ଉପଖଣ୍ଡ ତାରାସିଂ ଥାନା ଗାଲେରୀ ଫାଣ୍ଡି ଅନ୍ତର୍ଗତ ହରିଗଡ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଜଣେ ନାବାଳକର ମୃତ୍ୟୁ ଘଟିଛି।

ଘଟଣାରୁ ପ୍ରକାଶ ଯେ, ନିକଟସ୍ଥ କ୍ରୁପାଟୀ ଗ୍ରାମର ଭଗବାନ କଟାରୀ ନାମକ ୧୫ ବର୍ଷୀୟ ବାଳକ ନିଜ ପରିବାର ସହ ହରିଗଡ ଗ୍ରାମର ବଡବାପାଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ଅପରାହ୍ନରେ ଭଗବାନ ଶୌଚ ପାଇଁ ଗାଁ ପୋଖରୀକୁ ଯାଇଥିଲେ ଓ ସେଠାରେ ଗୋଡ଼ ଖସି ବୁଡି ଯାଇଥିବା ଦେଖି ଗାଁ ଲୋକେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଗାଲେରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୋଲିସ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ଡାକ୍ତରଖାନା କୁ ପଠାଇଥିଲେ ଓ ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି ଓ କେଶ୍ ନଂ ୫/୨୩ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ବୋଲି ଫାଣ୍ଡି ଅଧିକାରୀ ଭାଗିରଥି ନାୟକ ସୁଚନା ଦେଇଛନ୍ତି।

ତାରାସିଂ ଥାନା ନାବାଳକର ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଛେଳି ଚରାଉଥିବା ବେଳେ ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ଦାବି

April 6, 2026

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

April 6, 2026

ଏପ୍ରିଲ ୬ ତାରିଖ ସୋମବାର ଦିନ ଛଅଟି ରାଶି ପାଇଁ ରହିଛି ଆଶ୍ଚର୍ଯ୍ୟ ଜନକ ଖବର

April 6, 2026

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026
Latest News

ଛେଳି ଚରାଉଥିବା ବେଳେ ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ଦାବି

April 6, 2026

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ

April 6, 2026

ଏପ୍ରିଲ ୬ ତାରିଖ ସୋମବାର ଦିନ ଛଅଟି ରାଶି ପାଇଁ ରହିଛି ଆଶ୍ଚର୍ଯ୍ୟ ଜନକ ଖବର

April 6, 2026

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.