ଭୁବନେଶ୍ଵର: ରାଜ୍ୟର ୩ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ପଦୋନ୍ନତି ହୋଇଛି। ଏହି ବରିଷ୍ଠ ଅଧିକାରୀଙ୍କ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ସେମାନଙ୍କ ମଧ୍ୟରେ ସୁଧାଂଶୁ ଷଡଙ୍ଗୀ, ଅରୁଣ ଷଡଙ୍ଗୀଙ୍କ ପଦୋନ୍ନତି ହୋଇଥିବା ବେଳେ କେନ୍ଦ୍ରୀୟ ଡେପୁଟେସନରେ ଥିବା ୱାଇ ବି ଖୁଆନିଆଙ୍କ ମଧ୍ୟ ପଦୋନ୍ନତି ହୋଇଛି। ଅରୁଣ ଷଡଙ୍ଗୀ ଆଇପିଏସ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନ ପଦୋନ୍ନତି ସୁଧାଂଶୁ ଷଡଙ୍ଗୀ
ଦିଲ୍ଲୀ ବିସ୍ଫୋରଣ ପରେ ପୋଲିସ ଡିଜିଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶNovember 10, 2025
ପୂର୍ବତଟ ରେଳପଥ କ୍ଷମତା ବୃଦ୍ଧି ପାଇଁ ସମ୍ବଲପୁର ଡିଭିଜନରେ ବିଦ୍ୟୁତୀକରଣ ପ୍ରଣାଳୀକୁ ଅପଗ୍ରେଡ୍ କରିବNovember 10, 2025