Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି: ଜାଣନ୍ତୁ କାର୍ଯ୍ୟକ୍ରମ
ଆଜିର ଖବର

ଆଜି ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି: ଜାଣନ୍ତୁ କାର୍ଯ୍ୟକ୍ରମ

May 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦ୍ରୌପଦୀ ମୁର୍ମୁ
୭୭ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଠାରୁ ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦା ଯିବେ।

ଆଜି ରାଷ୍ଟ୍ରପତି ପାହାଡ଼ପୁର ଠାରେ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଓ ଗୋଷ୍ଠୀ କେନ୍ଦ୍ର ପାଇଁ ଶିଳାନ୍ୟାସ କରିବେ। ଏହାପରେ ସେ ହାଟବଦ୍ରା ଠାରେ ବ୍ରହ୍ମକୁମାରୀ କେନ୍ଦ୍ରକୁ ଗସ୍ତ କରିବେ ଏବଂ ସେଠାରେ ବ୍ରହ୍ମ କୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନ ଆରମ୍ଭ କରିବେ। ସନ୍ଧ୍ୟାରେ ରାଷ୍ଟ୍ରପତି ରାଇରଙ୍ଗପୁର ଠାରେ ରାଇରଙ୍ଗପୁର ପୌରପାଳିକା ପକ୍ଷରୁ ତାଙ୍କ ସମ୍ମାନରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେବେ।

ମେ ୫ ତାରିଖରେ ରାଷ୍ଟ୍ରପତି ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇବେ। ଏହାପରେ ସେ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ।
ମେ ୬ ତାରିଖରେ ରାଷ୍ଟ୍ରପତି ବାରିପଦାସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ।

ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଶାମୁକ୍ତ ଓଡ଼ିଶା’
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.