Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଲଂଚ ହେବ ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସର ଲୋଗୋ, ମାସ୍କଟ, ଜର୍ସି ଏବଂ ସଂଗୀତ
ଆଜିର ଖବର

ଆଜି ଲଂଚ ହେବ ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସର ଲୋଗୋ, ମାସ୍କଟ, ଜର୍ସି ଏବଂ ସଂଗୀତ

May 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ
କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

ଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଆଜି ଲକ୍ଷ୍ନୌର ଗୋମତି ନଗର ସ୍ଥିତ ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସ ( ଖେଲୋ ଇଣ୍ଡିଆ ବିଶ୍ୱ ବିଦ୍ୟାଳୟ ସ୍ତରୀୟ କ୍ରୀଡା) ୨୦୨୨ (କେଆଇୟୁଜି ୨୦୨୧)ର ଲୋଗୋ, ଜର୍ସି, ମାସ୍କଟ ଏବଂ ସଂଗୀତ ଲଞ୍ଚ କରିବେ।

ଖେଲୋ ଇଣ୍ଡିଆ ବିଶ୍ୱ ବିଦ୍ୟାଳୟ ସ୍ତରୀୟ କ୍ରୀଡାର ତୃତୀୟ ସଂସ୍କରଣ ମେ ୨୩ ରେ ଆରମ୍ଭ ହୋଇ ଜୁନ୍ ୩ ପର୍ଯ୍ୟନ୍ତ ଚାଲିବ; ଉଦଘାଟନୀ ସମାରୋହ ମେ ମାସ ୨୫ ତାରିଖରେ ଲକ୍ଷ୍ନୌର ବାବୁ ବନାରସୀ ଦାସ ବିଶ୍ୱ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବ ବୋଲି ଧାର୍ଯ୍ୟ କରାଯାଇଛି।

ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଯୁବ ବ୍ୟାପାର ତଥା କ୍ରୀଡ଼ା ରାଷ୍ଟ୍ର ମନ୍ତ୍ରୀ ନିଶିଥ ପ୍ରମାଣିକ, ଉତ୍ତର ପ୍ରଦେଶର କ୍ରୀଡ଼ା ମନ୍ତ୍ରୀ ଗିରିଶ ଚନ୍ଦ୍ର ଯାଦବଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।

କେଆଇୟୁଜିର ଆଗାମୀ ସଂସ୍କରଣରେ ସାରା ଦେଶର ୨୦୦+ ବିଶ୍ୱ ବିଦ୍ୟାଳୟରୁ ୪୭୦୦ ରୁ ଅଧିକ କ୍ରୀଡାବିତ୍ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି ଏବଂ ମୋଟ ଅଂଶଗ୍ରହଣ ୭୦୦୦ ରୁ ଅଧିକ ହେବ। ଏହି ସଂସ୍କରଣରେ ୨୧ ପ୍ରକାରର ଖେଳ ଖେଳାଯିବ, ଯାହା ବିଶ୍ୱ ବିଦ୍ୟାଳୟ ଖେଳ ଇତିହାସରେ ସର୍ବାଧିକ। ରୋଇଂ ମଧ୍ୟ ପ୍ରଥମ ଥର ପାଇଁ ଏଥିରେ ସାମିଲ୍ କରାଯାଉଛି।

ରାଜ୍ୟର ରାଜଧାନୀ ଲକ୍ଷ୍ନୌ ବ୍ୟତୀତ ବାରଣାସୀ, ନୋଏଡା ଏବଂ ଗୋରଖପୁର ଠାରେ ଖେଳ ଅନୁଷ୍ଠିତ ହେବ। ନୂଆଦିଲ୍ଲୀ ଠାରେ ଡକ୍ଟର କର୍ଣ୍ଣି ସିଂହ ଶୁଟିଂ ରେଞ୍ଜରେ ଶୁଟିଂ ପ୍ରତିଯୋଗିତା ଆୟୋଜିତ ହେବ। ପ୍ରଥମ ଥର ପାଇଁ ରୋଇଂ ଭଳି ଜଳ କ୍ରୀଡା ଖେଲୋ ଇଣ୍ଡିଆ ବିଶ୍ୱ ବିଦ୍ୟାଳୟ ସ୍ତରୀୟ କ୍ରୀଡାର ଏକ ଅଂଶ ବିଶେଷ ହେବ। କର୍ଣ୍ଣାଟକ ଠାରେ ଆୟୋଜିତ ହୋଇଥିବା ଖେଲୋ ଇଣ୍ଡିଆ ବିଶ୍ୱ ବିଦ୍ୟାଳୟ ସ୍ତରୀୟ କ୍ରୀଡାର ପୂର୍ବ ସଂସ୍କରଣର ଦୁଇଟି ଖେଳ ଭାବରେ ଦୁଇଟି ସ୍ୱଦେଶୀ କ୍ରୀଡ଼ା ମାଲଖମ୍ବ ଏବଂ ଯୋଗାସନକୁ ଅନ୍ତର୍ଭୁକ୍ତ କରା ଯାଇଥିଲା ଏବଂ ସେଗୁଡିକ ଏହି ସଂସ୍କରଣର ମଧ୍ୟ ଅଂଶ ହେବ। ଖେଳର ସିଧା ପ୍ରସାରଣ ଡିଡି ସ୍ପୋର୍ଟସ୍ ଏବଂ ଓଟିଟି ପ୍ଲାଟଫର୍ମରେ ହେବ।

ଅନୁରାଗ ସିଂହ ଠାକୁର ଖେଲୋ ଇଣ୍ଡିଆ ଜର୍ସି ଲୋଗୋ
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.