Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ
ଆଜିର ଖବର

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

May 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ମୃତ୍ୟୁ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଚିକରଡା ଗ୍ରାମର ଲଳିତା ମହାନ୍ତି ନାମକ ଜଣେ ଯୁବତୀଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି।

ଘଟଣାରୁ ପ୍ରକାଶ ଯେ, ନିଜ ଘରେ ଖାଇପିଇ ରାତିରେ ଲଳିତା ଶୋଇଥିଲେ। କ’ଣ ହେଲା ହଠାତ୍ ରାତି ଅଧରେ ସେ ବାନ୍ତି କରିବାରୁ ପରିବାର ଲୋକେ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ ଓ ଚିକିତ୍ସିତ ହେଉଥିବା ସମୟରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ଗୋଳନ୍ଥରା ଥାନା ସନ୍ଦେହଜନକ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026

ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚିହ୍ନର ଇ-ନିଲାମୀରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଝଲକ

September 26, 2026

‘ବିକଶିତ ଭାରତ’ର ସଂକଳ୍ପକୁ ଆଗେଇ ନେବ ନବୋନ୍ମେଷର ତରଙ୍ଗ: ପ୍ରହ୍ଲାଦ ଯୋଶୀ

September 26, 2026
Latest News

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026

ଜେନ୍-ଜି ଯୁବପିଢ଼ିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’: ଖଞ୍ଜଣି ବଜାଇ ଗାଇଲେ ଭଜନ

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026

ପୁଣି କେନ୍ଦ୍ରର ବଡ଼ ନିଷ୍ପତ୍ତି: ୩ ରାଜ୍ୟରେ ଅକ୍ଟୋବର ୧ରୁ ବଢ଼ିଲା AFSPA ଅବଧି

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.