Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିପି ସଭାପତି ପଦରୁ ଇସ୍ତଫା ପ୍ରତ୍ୟାହାର କଲେ ଶରଦ ପାୱାର
ଆଜିର ଖବର

ଏନସିପି ସଭାପତି ପଦରୁ ଇସ୍ତଫା ପ୍ରତ୍ୟାହାର କଲେ ଶରଦ ପାୱାର

May 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶରଦ ପାୱାର
ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

ନୂଆଦିଲ୍ଲୀ: ଶରଦ ପାୱାର ଏନସିପି ସଭାପତି ପଦରୁ ଇସ୍ତଫା ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ସେ ଏନସିପିର ସଭାପତି ରହିବେ। ଆଜି ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଏହା ଘୋଷଣା କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଶରଦ ପାୱାରଙ୍କ ସହ ଦଳର ଅନ୍ୟାନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ। ସାମ୍ବାଦିକ ସମ୍ମିଳନୀରେ ଶରଦ ପାୱାର କହିଛନ୍ତି ଯେ, ଏହି ପଦ ଛାଡିବା ପରେ ଦଳର ନେତା ଓ କର୍ମୀମାନେ ମୋତେ ମୋର ନିଷ୍ପତ୍ତି ଉପରେ ବିଚାର କରିବାକୁ କହିଥିଲେ। ସେମାନେ ଚାହୁଁଥିଲେ ମୁଁ ମୋର ପଦବୀ ଜାରି ରଖିବି। ସେମାନଙ୍କ ଅନୁରୋଧ ପରେ ହିଁ ମୁଁ ମୋର ନିଷ୍ପତ୍ତି ଉପରେ ପୁନର୍ବିଚାର କଲି। ଏହା ପରେ ହିଁ ମୁଁ ଆଜି ମୋର ଇସ୍ତଫା ପ୍ରତ୍ୟାହାର କରୁଛି। ମୁଁ ମୋର ଦଳର ନେତା ଓ କର୍ମୀମାନଙ୍କ ଭାବନାକୁ ସମ୍ମାନ କରେ। ମୋର ପ୍ରିୟଜନମାନେ ମଧ୍ୟ ଚାହୁଁଥିଲେ ଯେ ମୁଁ ମୋର ନିଷ୍ପତ୍ତି ଉପରେ ପୁନର୍ବିଚାର କରିବି।

ଏନସିପି ଶରଦ ପାୱାର
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026
Latest News

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.