Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»WHO ର ବଡ ଘୋଷଣା: ଆଉ ବୈଶିକ ମହାମାରୀ ନୁହେଁ କରୋନା
ଆଜିର ଖବର

WHO ର ବଡ ଘୋଷଣା: ଆଉ ବୈଶିକ ମହାମାରୀ ନୁହେଁ କରୋନା

May 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡବ୍ଲ୍ୟୁଏଚଓ
ଇବୋଲା ପ୍ରକୋପକୁ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କଲା ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କରୋନା ସମ୍ବନ୍ଧରେ ବିଶ୍ୱକୁ ବହୁତ ଆଶ୍ଵସ୍ତି ଦେଇଛି। WHO କୋଭିଡ ବିଷୟରେ ଏକ ବଡ ଘୋଷଣା କରି କହିଛି ଯେ, କୋଭିଡ-୧୯ ଆଉ ବୈଶିକ ମହାମାରୀ ନୁହେଁ। ଜରୁରୀ କମିଟିର ୧୫ ତମ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି।

WHO ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରୋସ କହିଛନ୍ତି ଯେ, “ଗତକାଲି ଜରୁରୀକାଳୀନ କମିଟି ୧୫ ତମ ବୈଠକ କରିଥିଲା। ଏଥିରେ କୋଭିଡ -୧୯ କୁ ବୈଶିକ ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତିରୁ ବାହାର କରିବାକୁ ମୋତେ କୁହାଯାଇଛି। ମୁଁ ତାଙ୍କ ପରାମର୍ଶ ଗ୍ରହଣ କଲି।

who କରୋନା କୋଭିଡ଼-୧୯ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
Share. Facebook Twitter LinkedIn Email WhatsApp Copy Link

Related Posts

BRICS DRRG Meeting: ଟେକ୍ନିକାଲ ସେସନ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

June 4, 2026

ତୈଳ ସଙ୍କଟ ମଧ୍ୟରେ ମୋଦି ସରକାର ବଡ଼ ନିଷ୍ପତ୍ତି: ଜାରି କଲେ ୧୦,୦୦୦ କୋଟିର ପାଣ୍ଠି

June 4, 2026

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026
Latest News

BRICS DRRG Meeting: ଟେକ୍ନିକାଲ ସେସନ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

June 4, 2026

ତୈଳ ସଙ୍କଟ ମଧ୍ୟରେ ମୋଦି ସରକାର ବଡ଼ ନିଷ୍ପତ୍ତି: ଜାରି କଲେ ୧୦,୦୦୦ କୋଟିର ପାଣ୍ଠି

June 4, 2026

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.