Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂତନ ନୌସେନା ମୁଖ୍ୟ ଭାବରେ ଦାୟିତ୍ବ ଗ୍ରହଣ କଲେ ଭାଇସ୍‌ ଆଡମିରାଲ୍‌ କମରମବୀର ସିଂ
ଆଜିର ଖବର

ନୂତନ ନୌସେନା ମୁଖ୍ୟ ଭାବରେ ଦାୟିତ୍ବ ଗ୍ରହଣ କଲେ ଭାଇସ୍‌ ଆଡମିରାଲ୍‌ କମରମବୀର ସିଂ

May 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
karamaveer singh appoints as a new naval chief
karamaveer singh appoints as a new naval chief

ଭାଇସ୍‌ ଆଡମିରାଲ କରମବୀର ସିଂ ଦେଶର ନୂତନ ନୌସେନା ମୁଖ୍ୟ ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବରୁ କରମବୀରଙ୍କୁ ନୌସେନା ମୁଖ୍ୟ ଭାବରେ ଘୋଷଣା କରାଯାଇଥିବା ବେଳେ ସେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। କରମବୀରଙ୍କ ନିଯୁକ୍ତିକୁ ବିରୋଧ କରି ମାମଲା ଦାୟର କରିଥିବା ଭାଇସ୍‌ ଆଡମିରାଲ ବିମଳ ବର୍ମାଙ୍କୁ ମଧ୍ୟ ନିରାଶ ହେବାକୁ ପଡିଛି। ବର୍ମାଙ୍କ ଠାରୁ କନିଷ୍ଠ ହୋଇଥିବାରୁ କରମବୀରଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଏକ ପିଟିସନ୍‌ ଦାଖଲ କରିଥିଲେ ବର୍ମା। ମାତ୍ର କେନ୍ଦ୍ର ସରକାର ବର୍ମାଙ୍କ ପିଟିସନ୍‌କୁ ଖାରଜ କରିବା ସହିତ ନୌସେନା ମୁଖ୍ୟ ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି କରମବୀର ସିଂ। ନ୍ୟସ୍‌ନାଲ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ)ରୁ ପାଶ୍‌ କରିଥିବା କରମବୀର ସିଂ ୧୯୮୦ ରେ ନୌସେନାରେ ଯୋଗ ଦେଇଥିଲେ। ୧୯୮୨ ରେ ହେଲିକପ୍ଟର ପାଇଲଟ୍‌ ଭାବରେ କାର୍ଯ୍ୟ କରିଛନ୍ତି କରମବୀର। ଏହା ସହିତ ଦେଶର ପ୍ରଥମ ହେଲିକପ୍ଟର ପାଇଲଟ୍‌ ଭାବରେ ନୌସେନା ମୁଖ୍ୟ ହେବାରୁ ସୌଭାଗ୍ୟ ହାସଲ କରିଛନ୍ତି କରମବୀର। ଭାରତୀୟ ନୌସେନା ଅଧୀନରେ ୭୦୦୦ କିମିର ସମୁଦ୍ରତଟ ରହିଛି ଏହାର ସୁରକ୍ଷା ବଡ ଜ୍ୟାଲେଞ୍ଜ ରହିବ ବୋଲି କରମବୀର ପ୍ରକାଶ କରିଛନ୍ତି।

chief naval thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ITDA ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

June 6, 2026

ଓଡ଼ିଶାରେ ଏସଆଇଆର ଅଭିଯାନରେ ୪୩.୪୭ ପ୍ରତିଶତ ପରିଗଣନା ଫର୍ମ ବଣ୍ଟନ ଶେଷ

June 6, 2026

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026

କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ

June 6, 2026
Latest News

ITDA ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

June 6, 2026

ଓଡ଼ିଶାରେ ଏସଆଇଆର ଅଭିଯାନରେ ୪୩.୪୭ ପ୍ରତିଶତ ପରିଗଣନା ଫର୍ମ ବଣ୍ଟନ ଶେଷ

June 6, 2026

ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର!: ଆଣ୍ଡାମାନରେ ଆବିଷ୍କୃତ ହେଲା ବିଶାଳ ଗ୍ୟାସ୍ ରିଜର୍ଭ 

June 6, 2026

ଟାଟାର ଜୁନ୍ ଧମାକା: ହଜାର ହଜାର ଟଙ୍କା ସଞ୍ଚୟର ସୁଯୋଗ, ଗ୍ରାହକଙ୍କ ପାଇଁ ବଡ଼ ଅଫର

June 6, 2026

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.