Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେ ୧୨ ପର୍ଯ୍ୟନ୍ତ GoFirst ର ସମସ୍ତ ବିମାନ ବାତିଲ, ଯାତ୍ରୀମାନଙ୍କୁ ଏହା କହିଲା କମ୍ପାନୀ
ଆଜିର ଖବର

ମେ ୧୨ ପର୍ଯ୍ୟନ୍ତ GoFirst ର ସମସ୍ତ ବିମାନ ବାତିଲ, ଯାତ୍ରୀମାନଙ୍କୁ ଏହା କହିଲା କମ୍ପାନୀ

May 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଏୟାରଲାଇନ୍ସ କମ୍ପାନୀ ଗୋ ଫାଷ୍ଟ, ମେ ୧୨ ତାରିଖ ପର୍ଯ୍ୟନ୍ତ ସମସ୍ତ ବିମାନ ଉଡ଼ାଣ ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ରାତିରେ କମ୍ପାନୀ ଏ ବିଷୟରେ ସୂଚନା ଦେଇଛି।

Due to operational reasons, Go First flights until 12th May 2023 are cancelled. We apologise for the inconvenience caused and request customers to visit https://t.co/qRNQ4oQjYT for more info. For any queries or concerns, please feel free to contact us. pic.twitter.com/wqQIm6ZDqT

— GO FIRST (@GoFirstairways) May 5, 2023

ସୂଚନାଯୋଗ୍ୟ ଯେ ଋଣରେ ବୋଝରେ ଥିବା GoFirst ନିଜକୁ ଦେବାଳିଆ ଘୋଷଣା କରିବାକୁ NCLT ସହିତ ସ୍ବେଚ୍ଛାସେବୀ ଇନ୍ସଲଭେନ୍ସି ପ୍ରୋସିଡିଙ୍ଗ ପାଇଁ ଆବେଦନ କରିଛି, କିନ୍ତୁ ଏନସିଏଲଟି ଏହି ପ୍ରସଙ୍ଗରେ ନିଜର ନିଷ୍ପତ୍ତି ସଂରକ୍ଷିତ ରଖିଛି। କମ୍ପାନୀର ବର୍ତ୍ତମାନ ୬,୫୨୧ କୋଟି ଟଙ୍କା ଋଣ ରହିଛି।

ଆର୍ଥିକ ସଙ୍କଟ
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.