Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୋହା ଡାଇମଣ୍ଡ୍ ଲିଗରେ ପ୍ରଥମ ସ୍ଥାନ ପାଇଁ ନୀରଜ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଆଜିର ଖବର

ଦୋହା ଡାଇମଣ୍ଡ୍ ଲିଗରେ ପ୍ରଥମ ସ୍ଥାନ ପାଇଁ ନୀରଜ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

May 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆଦିଲ୍ଲୀ: ଦୋହା ଡାଇମଣ୍ଡ୍ ଲିଗରେ ପ୍ରଥମ ସ୍ଥାନ ପାଇଁ ନୀରଜ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଟୁଇଟ କରିଛନ୍ତି ଯେ, ‘ବର୍ଷର ପ୍ରଥମ ପ୍ରତିଯୋଗିତା ଏବଂ ପ୍ରଥମ ସ୍ଥାନ’!

First event of the year and first position!

With the World lead throw of 88.67m, @Neeraj_chopra1 shines at the Doha Diamond League. Congratulations to him! Best wishes for the endeavours ahead. pic.twitter.com/UmpXOBW7EX

— Narendra Modi (@narendramodi) May 6, 2023

୮୮.୬୭ ମିଟରର ୱାର୍ଲ୍ଡ ଲିଡ୍ ଥ୍ରୋ ସହ ଦୋହା ଡାଇମଣ୍ଡ୍ ଲିଗ୍‌ରେ ଚମକିଲେ ନୀରଜ ଚୋପ୍ରା, ତାଙ୍କୁ ଶୁଭେଚ୍ଛା! ଆଗାମୀ ପ୍ରୟାସ ପାଇଁ ଶୁଭକାମନା।

ନୀରଜ ଚୋପ୍ରା ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Latest News

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.