Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋପିଆଁ ଏନ୍‌କାଉଣ୍ଟର : ଦୁଇ ଆତଙ୍କବାଦୀ ମୃତ, ଜଣେ ଯବାନ ଆହତ
ଆଜିର ଖବର

ସୋପିଆଁ ଏନ୍‌କାଉଣ୍ଟର : ଦୁଇ ଆତଙ୍କବାଦୀ ମୃତ, ଜଣେ ଯବାନ ଆହତ

May 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Pulwama-encounter 2 militants died
Pulwama-encounter 2 militants died

ସୋପିଆଁରେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ଘଟି ଦୁଇ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ଏହି ଆକ୍ରମଣରେ ଜଣେ ଯବାନ ମଧ୍ୟ ଆହତ ହୋଇଛନ୍ତି । ଜମ୍ମୁ କାଶ୍ମୀରର ସୋପିଆଁର ଜୈନାପୋରା ଏବଂ ଦ୍ରାଗଡର ଅର୍କାର୍ଡରେ ଦୁଇଟି ଏନ୍‌କାଉଣ୍ଟରରେ ଘଟିଥିବା ନେଇ ସୂଚନା ମିଳିଛି । ଶୁକ୍ରବାର ଦକ୍ଷିଣ କାଶ୍ମୀରର ସୋପିଆଁରେ ସକାଳୁ ଏହି ଏନ୍‌କାଉଣ୍ଟର ଆରମ୍ଭ ହୋଇଥିଲା । କିଛି ଆତଙ୍କୀ ଲୁଚି ରହିଥିବା ନେଇ ଖବର ପାଇ ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଇଥିବା ବେଳେ ଏହି ଏନ୍‌କାଉଣ୍ଟର ଆରମ୍ଭ ହୋଇଥିଲା । ଆତଙ୍କୀଙ୍କ ପକ୍ଷରୁ ପ୍ରଥମେ ଗୁଳି ଚାଳନା କରାଯିବା ପରେ ସେନା ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା । ଆକ୍ରମଣ ପରେ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

Steel Import Issues: ଇସ୍ପାତ ମନ୍ତ୍ରଣାଳୟ ଆୟୋଜନ କରିବ ଓପନ ହାଉସ ଆଲୋଚନା

July 3, 2026

କେତେବେଳେ ଆରମ୍ଭ ହେବ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍?: ଜାଣନ୍ତୁ ସବୁକିଛି

July 3, 2026

ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା

July 3, 2026

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026
Latest News

Steel Import Issues: ଇସ୍ପାତ ମନ୍ତ୍ରଣାଳୟ ଆୟୋଜନ କରିବ ଓପନ ହାଉସ ଆଲୋଚନା

July 3, 2026

ଇ-ରିକ୍ସା ଅଚଳ କରିଦେଉଥିବା ତିନିଟି ମୋବାଇଲ ଆପ୍ କୁ ହଟାଇବା ପାଇଁ ନିର୍ଦ୍ଦେଶ

July 3, 2026

ଜାପାନୀ ସଂସ୍ଥା ଓଡିଶାରେ କରିବେ ୩ଟି ପ୍ରକଳ୍ପ, ନିବେଶ- ୬୭,୦୦୦ କୋଟି ଟଙ୍କା, ବୁଝାମଣା ସ୍ବାକ୍ଷରିତ

July 3, 2026

କେତେବେଳେ ଆରମ୍ଭ ହେବ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍?: ଜାଣନ୍ତୁ ସବୁକିଛି

July 3, 2026

ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା

July 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.