Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁପିରେ ଟିକସମୁକ୍ତ ହେବ ‘ଦ କେରଳ ଷ୍ଟୋରୀ’, ପୁରା କ୍ୟାବିନେଟ୍ ସହିତ ଫିଲ୍ମ ଦେଖିପାରନ୍ତି ମୁଖ୍ୟମନ୍ତ୍ରୀ
ଆଜିର ଖବର

ୟୁପିରେ ଟିକସମୁକ୍ତ ହେବ ‘ଦ କେରଳ ଷ୍ଟୋରୀ’, ପୁରା କ୍ୟାବିନେଟ୍ ସହିତ ଫିଲ୍ମ ଦେଖିପାରନ୍ତି ମୁଖ୍ୟମନ୍ତ୍ରୀ

May 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ଯୋଗୀ
ବିହାର ନିର୍ବାଚନରେ ୩୧ଟି ଆସନରେ ପ୍ରଚାର କରିଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଫଳାଫଳ ଥିଲା ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ: ଫିଲ୍ମ ‘ଦ କେରଳ ଷ୍ଟୋରୀ’ ବିଷୟରେ ଅନେକ ରାଜନୀତି ଚାଲିଛି। ଏହାକୁ କେତେକ ରାଜ୍ୟରେ ନିଷେଧ କରାଯାଇଥିବାବେଳେ କେତେକ ଏହାକୁ ଟିକସମୁକ୍ତ କରିବାକୁ ଦାବି କରୁଛନ୍ତି। ଏହି ସମୟରେ, ଉତ୍ତରପ୍ରଦେଶରେ ମଧ୍ୟ ଏହାକୁ ଟିକସମୁକ୍ତ କରାଯିବ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ଟ୍ୱିଟ୍ କରି ଫିଲ୍ମ ଟ୍ୟାକ୍ସ ମୁକ୍ତ କରିବା ବିଷୟରେ କହିଛନ୍ତି।

'The Kerala Story' उत्तर प्रदेश में टैक्स फ्री की जाएगी।

— Yogi Adityanath (@myogiadityanath) May 9, 2023

ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ପୂର୍ଣ୍ଣ କ୍ୟାବିନେଟ୍ ସହିତ ଆଜି ଏକ ସ୍ୱତନ୍ତ୍ର ସ୍କ୍ରିନିଂରେ ଫିଲ୍ମ ଦେଖିପାରନ୍ତି। ଏହାପୂର୍ବରୁ ଏହି ଚଳଚ୍ଚିତ୍ର ମଧ୍ୟପ୍ରଦେଶରେ ଟିକସମୁକ୍ତ କରାଯାଇଥିଲା। କିନ୍ତୁମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଏହାକୁ ବ୍ୟାନ କରିଛନ୍ତି।

'ଦ କେରଳ ଷ୍ଟୋରୀ' ଉତ୍ତରପ୍ରଦେଶ ଟିକସମୁକ୍ତ ମୁଖ୍ୟମନ୍ତ୍ରୀ ଯୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Latest News

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.