Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Cyclone Update: ବାତ୍ୟା ନେଇ ପାଣିପାଗ ବିଭାଗ ଦେଲା ବଡ ଖବର
ଆଜିର ଖବର

Cyclone Update: ବାତ୍ୟା ନେଇ ପାଣିପାଗ ବିଭାଗ ଦେଲା ବଡ ଖବର

May 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Update: ବାତ୍ୟା ନେଇ ପାଣିପାଗ ବିଭାଗ ଦେଲା ବଡ ଖବର

ଭୁବନେଶ୍ବର: ବାତ୍ୟା ମୋଚ୍ କୁ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ଏକ ବଡ ସୂଚନା ପ୍ରଦାନ କରିଛି। ତାହା ହେଲା ଆସନ୍ତାକାଲି ଅର୍ଥାତ ୧୦ତାରିଖ ବେଳକୁ ଏକ ବାତ୍ୟା ହେବାର ସମ୍ଭାବନା ସୃଷ୍ଟି ହୋଇଛି।

ଏହା ୧୨ ତାରିଖ ସକାଳ ଯାଏଁ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଥିବା ବେଳେ ପରବର୍ତୀ ସମୟରେ ଗତିପଥ ପରିବର୍ତନ କରି ଉତ୍ତର-ଉତ୍ତର ପୂର୍ବ ଦିଗରେ ବଙ୍ଗଳାଦେଶ- ମିଆଁମାର ଆଡକୁ ମୁହାଁଇବ ବୋଲି ଅନୁମାନ କରାଯାଇଛି। ତେବେ ଏ ପର୍ଯ୍ୟନ୍ତ ସଠିକ ତଥ୍ୟ ଆସିପାରି ନାହିଁ।

Cyclone Update ବାତ୍ୟା ମୋଚ୍
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.