Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାରା ଓଡିଶାରେ ଏବେ ବି ଗରମ ଅନୁଭୂତ, ଦିନ ୨ ଟା ସୁଦ୍ଧା ୩ଟି ସହରରେ ସର୍ବାଧିକ
ଆଜିର ଖବର

ସାରା ଓଡିଶାରେ ଏବେ ବି ଗରମ ଅନୁଭୂତ, ଦିନ ୨ ଟା ସୁଦ୍ଧା ୩ଟି ସହରରେ ସର୍ବାଧିକ

May 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାରା ଓଡିଶାରେ ଏବେ ବି ଗରମ ଅନୁଭୂତ, ଦିନ ୨ ଟା ସୁଦ୍ଧା ୩ଟି ସହରରେ ସର୍ବାଧିକ

ଭୁବନେଶ୍ବର: ରାଜ୍ୟକୁ ପୁଣି ଫେରିଛି ତାତି, କିଛି ଦିନ ବ୍ୟବଧାନ ପରେ ଏବେ ଦୁଇଦିନ ଧରି ରାଜ୍ୟର ତାପମାତ୍ର ୪୦ ଡ଼ିଗ୍ରୀ ଉପରେ ରହୁଛି। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହେବାରେ ଲାଗିଛି। ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଆଜି ଦିନ ୨ ଟା ସୁଦ୍ଧା ୩ଟି ସହରର ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ ରହିଥିଲା।

ଆଜି ଦିନ ୨ ଟା ସୁଦ୍ଧା ରେକର୍ଡ ତାପମାତ୍ରା ଝାରସୁଗୁଡା: ୪୨.୨ ଡ଼ିଗ୍ରୀ,  ସମ୍ବଲପୁର: ୪୧.୨ ଡ଼ିଗ୍ରୀ,  ହୀରାକୁଦ: ୪୦ ଡ଼ିଗ୍ରୀ,  ଚାନ୍ଦବାଲି: ୩୮.୬ ଡ଼ିଗ୍ରୀ,  ଭୁବନେଶ୍ୱର: ୩୮.୨ ଡ଼ିଗ୍ରୀ,  ବାଲେଶ୍ୱର: ୩୬ ଡ଼ିଗ୍ରୀ,  ପୁରୀ: ୩୪ ଡ଼ିଗ୍ରୀ,  ଗୋପାଳପୁର: ୩୩.୬ ଡ଼ିଗ୍ରୀ, ପାରାଦ୍ୱୀପ: ୩୨.୬ ଡ଼ିଗ୍ରୀ, କେନ୍ଦୁଝର: ୨୮.୮ ଡ଼ିଗ୍ରୀ ତାପମାତ୍ରା ରହିଛି।

ଭୁବନେଶ୍ବର ପାଣିପାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026
Latest News

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.